Thursday, April 16, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅଧା ରହିଗଲା ଜଗା ଦର୍ଶନ, ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌

Sanchar Live by Sanchar Live
September 28, 2024
in ଓଡିଶା
0
ଅଧା ରହିଗଲା ଜଗା ଦର୍ଶନ, ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌
0
SHARES
47
VIEWS
FacebookTwitter

ସଂଚାର ବ୍ୟୁରୋ: ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଉତ୍ତର ପ୍ରଦେଶରୁ ପୁରୀ ଆସୁଥିବା ବେଳେ ଏନଏଚ- ୬୦ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅନ୍ୟପଟେ ୧୬ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି।

ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶର କ୍ରିଷ୍ଣା ନାମକ ଘରୋଇ ବସ୍‌ ୫୭ ଜଣ ଯାତ୍ରୀଙ୍କୁ ନେଇ ପୁରୀ ଆସୁଥିଲା। ସେମାନେ ଗତ ୧୮ ତାରିଖରୁ ଉତ୍ତରପ୍ରଦେଶରୁ ବାହାରିଥିଲେ। ଗତକାଲି ରାତିରେ ବସ୍‌ଟି କଲିକତାରୁ ପୁରୀ ଅଭିମୁଖେ ବାହାରିଥିଲା।ମାତ୍ର ରାତି ପ୍ରାୟ ଗୋଟାଏ ସମୟରେ ୬୦ ନମ୍ବର ଜାତୀୟ ରାଜପଥ ଅତିକ୍ରମ କରୁଥିବା ବେଳେ ବସ୍‌ଟି ଭାରସାମ୍ୟ ହରାଇ ଜାତୀୟ ରାଜପଥରୁ ୨୦ ଫୁଟ ତଳକୁ ଓଲଟି ପଡିଥିଲା। ଖବରପାଇ ଜାତୀୟ ରାଜପଥ ପାଟ୍ରୋଲିଂ ଯାନ, ଜଳେଶ୍ବର ଥାନା ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି କଟର ସାହାଯ୍ୟରେ ବସ୍‌କୁ କାଟି ଚାପି ରହିଥିବା ଲୋକଙ୍କୁ ଉଦ୍ଧାର କରିଥିଲେ । ପୋଲିସ ତୀର୍ଥ ଯାତ୍ରୀ ଏଜେଣ୍ଟ, ଡ଼୍ରାଇଭର ଓ କଣ୍ଡକ୍ଟରକୁ ଅଟକ ରଖି ତଦନ୍ତ ଜାରି ରଖିଛି। ଘଟଣାରେ ଜଣେ ମହିଳା ଓ ତିନି ପୁରୁଷ ଯାତ୍ରୀଙ୍କ ମୃତ୍ୟୁ ଘଟିଛି l ଆହତ ହୋଇଥିବା ସମସ୍ତ ତୀର୍ଥଯାତ୍ରୀଙ୍କୁ ଜଳେଶ୍ବର ଜିକେ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିବାବେଳେ ୧୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Tags: accidentbalasore
ShareTweetShareSend
Sanchar Live

Sanchar Live

Next Post
ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ସଂଘର୍ଷ ଘଟଣା, ଭଦ୍ରକ ପୁରୁଣାବଜାର, ସନ୍ଥିଆ ଓ ଧାମନଗର ଏନଏସିରେ ୧୬୩ ଧାରା ଜାରି

ସୋସିଆଲ ମିଡିଆରେ ବିବାଦୀୟ ପୋଷ୍ଟକୁ ନେଇ ସଂଘର୍ଷ ଘଟଣା, ଭଦ୍ରକ ପୁରୁଣାବଜାର, ସନ୍ଥିଆ ଓ ଧାମନଗର ଏନଏସିରେ ୧୬୩ ଧାରା ଜାରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅସହ୍ୟ ହେଲାଣି ତାତି, ଆଉ ଘରୁ ବାହାରି ହଉନି…
  • ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆଗତ ହେଲା ୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍
  • କଟକରୁ ନେଇ ପୁରୀରେ ଗଣଦୁଷ୍କର୍ମ
  • ଆଜିଠୁ ଘରକୁ ଘର ବୁଲି ଜନଗଣନା କରିବେ ଅଧିକାରୀ
  • ଆଜିଠାରୁ ସଂସଦର ୩ ଦିନିଆ ସ୍ବତନ୍ତ୍ର ଅଧିଵେଶନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.