କିଟ୍ରେ ବିଦେଶୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ବଢ଼ିଲା ଅଡୁଆ । ଅଚ୍ୟୁତ ସାମନ୍ତଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତାକାଲି ସଂଧ୍ୟା ୬ଟା ୩୦ରେ ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
© 2024 Sanchar News