Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପ୍ରଦର୍ଶନୀ ପଡ଼ିଆରେ ଆଜି ଠାରୁ ଆରମ୍ଭ ହେବ ଆଦିବାସୀ ମେଳା

Sanchar Live by Sanchar Live
January 5, 2025
in ଓଡିଶା
0
ପ୍ରଦର୍ଶନୀ ପଡ଼ିଆରେ ଆଜି ଠାରୁ ଆରମ୍ଭ ହେବ ଆଦିବାସୀ ମେଳା

Oplus_131072

0
SHARES
19
VIEWS
FacebookTwitter

ଭୁବନେଶ୍ୱର :ରାମ ମନ୍ଦିର ପଛ ପ୍ରଦର୍ଶନୀ ପଡ଼ିଆରେ ଆଜି ଠାରୁ ଆରମ୍ଭ ହେବ ଆଦିବାସୀ ମେଳା । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ମେଳା । ଆଦିବାସୀ ମେଳାର ବିଶେଷ ଆକର୍ଷଣ ରହିବ ଆଦିବାସୀଙ୍କ ଗାଁ, ହାଟ, କଳା ଓ ସଂସ୍କୃତିର ଷ୍ଟଲ, ଖାଦ୍ୟ କୋର୍ଟ । ଏହାସହ ଲାଇଭ ଡେମୋନଷ୍ଟ୍ରେସନ ଦେଖିବାକୁ ମିଳିବ । ଚଳିତବର୍ଷ ଆଦିବାସୀ ମେଳାରେ ୨୦ଟି ଆଦିବାସୀ କୁଡ଼ିଆ, ଆଦିବାସୀ ସାମଗ୍ରୀ ବିକ୍ରୟ ପାଇଁ ୧୪୭ଟି ଷ୍ଟଲ ରହିବ । ଏଥିସହିତ ଆଦିବାସୀ କଳା ସଂସ୍କୃତିର ଝଲକ ପାଇଁ ୪୦ଟି ଷ୍ଟଲ ରହିବ । ୧୫ ଟି ଷ୍ଟଲରେ ଲାଇଭ ଡେମୋନଷ୍ଟ୍ରେସନ କରାଯିବ । ବିର୍ସା ମୁଣ୍ଡାଙକ ଜୀବନୀକୁ ନେଇ ଏକ ସ୍ୱତନ୍ତ୍ର ପାଭିଲିୟନ କରାଯିବା ସହ ସ୍ଵାଧୀନତା ସଂଗ୍ରାମୀ ଗ୍ୟାଲେରୀ ଆଦି କରାଯାଇଛି । ପ୍ରତ୍ୟେକ ସଂଧ୍ୟାରେ ଆଦିବାସୀ ନୃତ୍ୟ ସଙ୍ଗୀତ ପ୍ରଦର୍ଶିତ ହେବ । ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ଆଦିବାସୀ ମେଳାକୁ ଆଗୁଆ କରାଯାଇଛି ।

Tags: adibasi melabhubaneswar
ShareTweetShareSend
Sanchar Live

Sanchar Live

Next Post
ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଝାରସୁଗୁଡ଼ା ଗସ୍ତବେଳେ ପାଖରେ ପଡିଲା ଡ୍ରୋନ୍

ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଝାରସୁଗୁଡ଼ା ଗସ୍ତବେଳେ ପାଖରେ ପଡିଲା ଡ୍ରୋନ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.