Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ପ୍ଲେନ୍ କ୍ରାସ୍, ୨୪୨ ଜଣ ଯାତ୍ରୀ ଥିବା ସୂଚନା

Sanchar Live by Sanchar Live
June 12, 2025
in ଭାରତ
0
ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆ ପ୍ଲେନ୍ କ୍ରାସ୍, ୨୪୨ ଜଣ ଯାତ୍ରୀ ଥିବା ସୂଚନା
0
SHARES
280
VIEWS
FacebookTwitter

ଗୁଜୁରାଟର ଅହମ୍ମଦାବାଦରେ ଘଟିଛି ବଡ଼ ବିମାନ ଦୁର୍ଘଟଣା । ଯାତ୍ରୀମାନଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟେକ୍ ଅଫ୍ ସମୟରେ ବିମାନ କ୍ରାସ୍ ହୋଇଥିବା କୁହାଯାଉଛି । ଦୁର୍ଘଟଣା ଘଟିବା ପରେ ସାରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ତେବେ ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିବା ସୂଚନା ରହିଛି । ଆଜି ଅପରାହ୍ନ ସମୟରେ ବିମାନ ଦୁର୍ଘଟଣା ଘଟିଥିଲା, ଯାହାର ଭୟଙ୍କର ଚିତ୍ର ଏବେ ସାମ୍ନାକୁ ଆସୁଛି । ଅହମ୍ମଦାବାଦର ମେଘାନୀନଗର ଅଞ୍ଚଳରେ ପ୍ଲେନ୍ କ୍ରାସ୍ କରିବା ପରେ ପରିବେଶ କଳା ଧୂଆଁରେ ଭର୍ତ୍ତି ହୋଇଯାଇଥିଲା । ତେବେ ଏହି ଦୁର୍ଘଟଣାରେ କେତେ କ୍ଷୟକ୍ଷତି ହୋଇଛି ତାହା ସ୍ପଷ୍ଟ ହୋଇନି । ଏହି ବିମାନ  ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ନେଇ ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁଯାୟୀ ଏହି ଭୟଙ୍କର ଦୁର୍ଘଟଣା ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦର ପାଖରେ ଘଟିଛି । କିନ୍ତୁ ପ୍ଲେନ୍ ବିମାନବନ୍ଦର ସୀମା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଅନୁମାନ କରାଯାଉଛି । ଏପର୍ଯ୍ୟନ୍ତ କୌଣସି ଜୀବନହାନିର ଖବର ମିଳିନାହିଁ । ଘଟଣାସ୍ଥଳରେ ଉଦ୍ଧାରକାର ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ।

Tags: ahammadabadplane crash
ShareTweetShareSend
Sanchar Live

Sanchar Live

Next Post
ଦୁର୍ଘଟଣାର ମାତ୍ର କିଛି ସମୟ ପୂର୍ବରୁ ବିମାନର ପାଇଲଟ କରିଥିଲେ Mayday Call, ତେବେ ଏହା କଣ?

ଦୁର୍ଘଟଣାର ମାତ୍ର କିଛି ସମୟ ପୂର୍ବରୁ ବିମାନର ପାଇଲଟ କରିଥିଲେ Mayday Call, ତେବେ ଏହା କଣ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.