Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମେ ୧୫ ତାରିଖ  ସକାଳ ସାଢେ ୫ଟା ଯାଏଁ ବନ୍ଦ ରହିବ ଦେଶର ୨୪ଟି ବିମାନବନ୍ଦର

Sanchar Live by Sanchar Live
May 9, 2025
in ଭାରତ
0
ମେ ୧୫ ତାରିଖ  ସକାଳ ସାଢେ ୫ଟା ଯାଏଁ ବନ୍ଦ ରହିବ ଦେଶର ୨୪ଟି ବିମାନବନ୍ଦର
0
SHARES
66
VIEWS
FacebookTwitter

ସଂଚାର ବ୍ୟୁରୋ: ମେ ୧୫ ତାରିଖ  ସକାଳ ସାଢେ ୫ଟା ଯାଏଁ ଦେଶର ୨୪ଟି ବିମାନବନ୍ଦର ବନ୍ଦ ରହିବ । ଭାରତ- ପାକ୍ ଉତ୍ତେଜନା ଭିତରେ ଏଭଳି ନିଷ୍ପତ୍ତି ନେଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ । ନେଇ ଏୟାର ଇଣ୍ଡିଆ ମଧ୍ୟ Xରେ ପୋଷ୍ଟ କରିଛି । ଜମ୍ମୁକାଶ୍ମୀର, ଶ୍ରୀନଗର, ଲେହ, ଯୋଧପୁର, ଅମ୍ରିତସର, ଭୁଜ, ଜାମନଗର, ରାଜକୋଟରୁ ଏୟାର ଇଣ୍ଡିଆ ମଧ୍ୟ ନିଜର ସବୁ ବିମାନ ଚଳାଚଳକୁ ବନ୍ଦ କରିଛି । ଏନେଇ ଅପଡେଟ୍ ପାଇଁ ମଧ୍ୟ ବିଭାଗ ଯାତ୍ରୀଙ୍କୁ ଅନୁରୋଧ କରିଛି ।

ଦେଶରେ ମୋଟ ୪୮୭ ଏୟାରପୋର୍ଟ ରହିଛି । ଏଥିରୁ ୧୩୭ଟି ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ଦ୍ବାରା ପରିଚାଳିତ ହେଉଛି । ଏଥିରେ ରହିଛି ୩୪ଟି ଅନ୍ତର୍ଜାତୀୟ ଏୟାରପୋର୍ଟ, ୧୦ଟି କଷ୍ଟମ ଏୟାରପୋର୍ଟ ଓ ୧୦୩ ଡୋମେଷ୍ଟିକ୍ ଏୟାରପୋର୍ଟ ରହିଛି । ତେବେ ଖୁବଶୀଘ୍ର ସ୍ଥିତି ସୁଧାର ହେବ ବୋଲି ଆଶା କରାଯାଉଛି ।
Tags: air serviceindia
ShareTweetShareSend
Sanchar Live

Sanchar Live

Next Post
ଭାରତ-ପାକିସ୍ତାନ ଯୁଦ୍ଧ : ମଧ୍ୟସ୍ଥତା କରିବାକୁ ମନା କଲେ ଟ୍ରମ୍ପ

ଭାରତ-ପାକିସ୍ତାନ ଯୁଦ୍ଧ : ମଧ୍ୟସ୍ଥତା କରିବାକୁ ମନା କଲେ ଟ୍ରମ୍ପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.