Thursday, February 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜିର ରାଶିଫଳ

Sanchar Live by Sanchar Live
December 4, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…
0
SHARES
17
VIEWS
FacebookTwitter

ମେଷ : ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଭୁଲ୍‌ ବୁଝାମଣାବଶତଃ ଦୁଃଖରେ ରହିବେ । ଯାତ୍ରା, ବାଣିଜ୍ୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍‌ ହେବେ । ସ୍ବାସ୍ଥ୍ୟ ସମସ୍ୟାର ଉପଚାର କରିବା ସହଜସାଧ୍ୟ ନ ହୋଇପାରେ ।

ବୃଷ : ଆଜି ପରିବାର ସହିତ ଖୁସିର ସମୟ କାଟିବେ । ବନ୍ଧୁ ସମ୍ପର୍କରେ ଉନ୍ନତି, ବସ୍ତ୍ରଭୂଷଣ ପ୍ରାପ୍ତିରୁ ଖୁସି ରହିବେ । ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କିଛି କରିପାରିବେ ନାହିଁ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାମ୍ବାଦିକତା ଏବଂ ଚଳଚ୍ଚିତ୍ର କ୍ଷେତ୍ରରୁ ଶୁଭଫଳ ମିଳିବ ।

ମିଥୁନ : ସମସ୍ତ ଆଶା ଓ ଆକାଂକ୍ଷାକୁ ପୂରଣ କରିପାରନ୍ତି । କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ । ଅନ୍ୟମନସ୍କତାରୁ କେତେକ ଭୁଲ୍‌ କରି ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ।

କର୍କଟ : ଆଜି ଆତ୍ମୀୟଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ ହେବ । ଖର୍ଚ୍ଚଭାର ବୃଦ୍ଧି କାରଣରୁ ଚିନ୍ତା ପ୍ରକଟ କରିପାରନ୍ତି । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି । ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ ।

ସିଂହ : ଅର୍ଥଲାଭ କରାଇବା ସହ ସମସ୍ୟା ସମାଧାନ ରାସ୍ତା ପରିଷ୍କାର କରିଦେବେ । ପରିବାର ସକାଶେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି । ନିଜ ପରିସରର ପିଲାଙ୍କ ସକାଶେ ଅନ୍ୟ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିବ । କୌଣସି ଗୃହୋପକରଣ କିମ୍ବା ମୂଲ୍ୟବାନ୍‌ ସାମଗ୍ରୀ କ୍ରୟ କରିପାରନ୍ତି ।

କନ୍ୟା : ସମ୍ପର୍କୀୟଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ଯାତ୍ରାରେ ସଫଳତା ମିଳିବ, ତଥାପି କାମର ଚାପ ବହୁତ ବଢ଼ିଯିବ । କର୍ମକ୍ଷେତ୍ରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ ।

ତୁଳା : ଆଜି କୌଣସି କାରଣରୁ ମନ ଅସ୍ଥିର ରହିବ । କୌଣସି ମୂଲ୍ୟବାନ୍‌ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି । ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନାହିଁ । ଏଜେନ୍‌ଶିପ୍‌, ସାମ୍ବାଦିକତା, ରାଜନୀତି, ନୂତନ କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ ।

ବିଛା : ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାତେଇବେ । ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ଗୁଡ଼ାଏ କାମ ହାତକୁ ନେଇ ବ୍ୟଥିତ ହେବେ । ଅପ୍ରିୟ ସତ୍ୟ କହିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ, କିନ୍ତୁ ପରୋକ୍ଷ ଶତ୍ରୁତା ମଧ୍ୟ ସୃଷ୍ଟି ହେବ ।

ଧନୁ : ଆତ୍ମୀୟଙ୍କୁ କାମରେ ସାହାଯ୍ୟ କରିବାକୁ ପ୍ରବର୍ତ୍ତାଇବ । ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିପାରନ୍ତି ।

ମକର : ଆଜି କିଛି ପରିସ୍ଥିତି ବଦଳିଯିବା ସାଙ୍ଗକୁ ସଂକଟମୁକ୍ତ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତାର ପ୍ରଭାବ ଅନୁଭବ କରିବେ । ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇପାରନ୍ତି । ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ ହେବ ।

କୁମ୍ଭ : କର୍ମୋନ୍ନତି ସହ ସମ୍ମାନଜନକ ସ୍ଥିତିକୁ ନେବାରେ ସମର୍ଥ ହେବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହୋଇପାରନ୍ତି । ବନ୍ଧୁମାନଙ୍କ ସହାୟତାରେ ବାଣିଜ୍ୟ,ବ୍ୟବସାୟ ଓ ପରିବହନରୁ ଲାଭବାନ୍‌ ହେବେ । ଆନୁଷ୍ଠାନିକ କାମରେ ସତକଥା କହି ପ୍ରଶଂସିତ ହୋଇପାରନ୍ତି ।

ମୀନ : କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବାର ସୂଚନା ରହିଛି । ନିକଟ ସମ୍ପର୍କୀୟମାନଙ୍କ ଈର୍ଷା ଓ ଅସୂୟାଭାବ ଯୋଗୁ ବିଚଳିତ ବୋଧ କରିବେ ।

Tags: lifestylerashifala
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କଲେ ରାଷ୍ଟ୍ରପତି

ଶ୍ରୀମନ୍ଦିର ଯାଇ ଜଗା ଦର୍ଶନ କଲେ ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଟ୍ରାକ୍ଟର ଧକ୍କାରେ ବାଇକ୍ ଆରୋହୀ ମୃତ
  • ପୁଣି କମିଲା ସୁନା ଏବଂ ରୂପା ଦର
  • ଗାଡ଼ିରେ ପେଟ୍ରୋଲ ପକାଇବା ପୂର୍ବରୁ ଜାଣନ୍ତୁ ଆଜିର ଦାମ
  • ଗଞ୍ଜେଇ ଚାଲାଣର ନୂଆ ତରିକା, କୋବି ଭିତରେ….
  • ହ୍ବାଟସଆପରେ ମିଳିବ ରାଜସ୍ବ ସେବା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.