Sunday, September 28, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ

Sanchar Live by Sanchar Live
November 26, 2024
in ଭାରତ
0
ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ

Oplus_131072

0
SHARES
4
VIEWS
FacebookTwitter

ମୁମ୍ବାଇ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପରେ ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ । ଦେବେନ୍ଦ୍ର ଫଡନାଭିସ୍ ଏବଂ ଅଜିତ ପାଓ୍ବାରଙ୍କ ଉପସ୍ଥିତିରେ ଏକନାଥ ସିନ୍ଦେ ରାଜଭବନ ପହଞ୍ଚି ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ମହାୟୁତିର ବିପୁଳ ବିଜୟ ପରେ ସେ ମୁଖ୍ୟମନ୍ତ୍ରୀ ପଦ ଛାଡିଛନ୍ତି ।

ଏପଟେ ନୂଆ ସରକାର ଗଠନ ନେଇ ୩ଦିନ ହେଲା ସସପେନ୍ସ ଜାରି ରହିଛି । ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇପାରିନାହିଁ । ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ​​ବିଜେପି, ଶିବସେନା ଏବଂ ଏନସିପିର ସହଯୋଗୀ ମହାୟୁତି ଦଳ ବିଜୟୀ ହୋଇଛି । ସର୍ବାଧିକ ଆସିନ ପାଇଥିବା ଦୃଷ୍ଟିରୁ ଫଡନାଭିସଙ୍କୁ ମୁଖ୍ୟମନ୍ତ୍ରୀ କରିବା ଲାଗି ବିଜେପି ପ୍ରସ୍ତାବ ଦେଇଥିବା ବେଳେ ସେନା ଏହାକୁ ବିରୋଧ କରିଛି ।  ୨୮୮ ସଭ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେପି ମେଣ୍ଟକୁ ୨୩୫ଟି ଆସନ ମିଳିଛି । ବିଜେପିକୁ ସର୍ବାଧିକ ୧୩୨ଟି ଆସନ ମିଳିଥିବାବେଳେ ଶିବସେନାକୁ ୫୭ ଏବଂ ଏନସିପିକୁ ୪୧ଟି ଆସନ ମିଳିଛି ।

ମହାରାଷ୍ଟ୍ର ବିଧାନସଭାର କାର୍ଯ୍ୟକାଳ ଆଜି ତଥା ନଭେମ୍ବର ୨୬ରେ ଶେଷ ହେଉଛି ।  ତେଣୁ ଏକନାଥ ସିନ୍ଦେ ଇସ୍ତଫା ଦେଇଛନ୍ତି ।

Tags: Akanath sindemaharastra politics
ShareTweetShareSend
Sanchar Live

Sanchar Live

Next Post
୨୦୨୫ ମସିହା ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ଆବେଦନର ଶେଷ ତାରିଖ

୨୦୨୫ ମସିହା ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ଆବେଦନର ଶେଷ ତାରିଖ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.