Sunday, October 18, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶାକୁ ରେଡ୍ ଆଲର୍ଟ ; ସାରା ରାଜ୍ୟରେ ସାଂଘାତିକ ବର୍ଷିବ

Sanchar Live by Sanchar Live
September 26, 2025
in ଓଡିଶା
0
ଓଡ଼ିଶାକୁ ରେଡ୍ ଆଲର୍ଟ ; ସାରା ରାଜ୍ୟରେ ସାଂଘାତିକ ବର୍ଷିବ
0
SHARES
58
VIEWS
FacebookTwitter

ରାଜ୍ୟରେ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ ।  ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଲର୍ଟ କରିଛି ପାଣିପାଗ ବିଭାଗ ।

ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ବଳ ଗୋଟାଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଅଵପାତ । ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏବେ ପରବର୍ତ୍ତୀ ୨ରୁ ୩ ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି । ଟୁଇନ୍ ସିଟିରେ ବି ଝିପ୍‌ ଝିପ୍‌ ବର୍ଷା ଲାଗି ରହିଛି ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ଏସିଆ କପ୍‌ ଫାଇନାଲରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ଏସିଆ କପ୍‌ ଫାଇନାଲରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କୁମାର ପୂର୍ଣ୍ଣିମା ଦିନ ଧାର୍ଯ୍ୟକୁ ନେଇ ପୁଣି ଦ୍ୱନ୍ଦ୍ୱ
  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.