Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଆରମ୍ଭ ହେଲା ’ଆମ ଶାସନ’

Sanchar Live by Sanchar Live
August 26, 2025
in ଓଡିଶା
0
ରାଜ୍ୟରେ ଆରମ୍ଭ ହେଲା ’ଆମ ଶାସନ’
0
SHARES
28
VIEWS
FacebookTwitter

ରାଜ୍ୟରେ ଆରମ୍ଭ ହେଲା ’ଆମ ଶାସନ’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି, ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ। ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।

ରାଜ୍ୟ ସରକାରଙ୍କ ପକ୍ଷରୁ ଆଜିଠୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହୋଇଛି। ବିଜେଡି ସରକାରଙ୍କ ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ  ହେବ। ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବନି। ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ। ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ । ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ। ମିଳିଥିବା ସୂଚନା ଅନୁଯାୟୀ, ସରକାରଙ୍କ ତରଫରୁ ଲୋକଙ୍କ ପାଖକୁ ରେକର୍ଡ ହେଉଥିବା ଏକ କଲ୍‌ ଆସିବ ଆଉ ସେମାନଙ୍କୁ ଯୋଜନାର କାର୍ଯ୍ୟକାରିତା ଉପରେ  ବିଭିନ୍ନ ପ୍ରଶ୍ନ ପଚରାଯିବ। ଏଥିସହ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଏବଂ ଲୋକ ଫୋନ୍‌ କରି ମତାମତ ଲୋଡ଼ାଯିବ। ଏଥିପାଇଁ ଉତ୍ସର୍ଗୀକୃତ କଲ୍‌ ସେଣ୍ଟର ରହିବ ।

ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜିଠୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହୋଇଛି। ବିଜେଡି ସରକାରଙ୍କ ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ  ହେବ। ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବନି। ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ। ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ । ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ। ମିଳିଥିବା ସୂଚନା ଅନୁଯାୟୀ, ସରକାରଙ୍କ ତରଫରୁ ଲୋକଙ୍କ ପାଖକୁ ରେକର୍ଡ ହେଉଥିବା ଏକ କଲ୍‌ ଆସିବ ଆଉ ସେମାନଙ୍କୁ ଯୋଜନାର କାର୍ଯ୍ୟକାରିତା ଉପରେ  ବିଭିନ୍ନ ପ୍ରଶ୍ନ ପଚରାଯିବ। ଏଥିସହ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଏବଂ ଲୋକ ଫୋନ୍‌ କରି ମତାମତ ଲୋଡ଼ାଯିବ। ଏଥିପାଇଁ ଉତ୍ସର୍ଗୀକୃତ କଲ୍‌ ସେଣ୍ଟର ରହିବ ।
Tags: ama sasanmohanmajhiodisha
ShareTweetShareSend
Sanchar Live

Sanchar Live

Next Post
ଆନ୍ଦୋଳନରୁ ଓହରିଲା ରାଜ୍ୟ ଅମଲା ସଂଘ

ଆନ୍ଦୋଳନରୁ ଓହରିଲା ରାଜ୍ୟ ଅମଲା ସଂଘ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.