Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିଜେପିରେ ମିଶିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ

Sanchar Live by Sanchar Live
November 3, 2025
in ରାଜନୀତି
0
ବିଜେପିରେ ମିଶିଲେ ପୂର୍ବତନ ବିଜେଡି ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ ଆଜି ବିଜେପିରେ ସାମିଲ ହୋଇଛନ୍ତି । ଏନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବର ଆୟୋଜନ ହୋଇଥିଲା । ଆଜି ବିଧିବଦ୍ଧ ଭାବେ ବିଜେପିରେ ମିଶିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ,ପ୍ରଭାରୀ ବିଜୟପାଳ ସିଂ ତୋମାରଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ଅମର ।

ସୂଚନାଯୋଗ୍ୟ, ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ୨୦୧୮ ଅଗଷ୍ଟ ୨୯ ତାରିଖରେ ବିଜେଡିରେ ସାମିଲ ହୋଇଥିଲେ । ବିଜେଡି ଆଇଟି ସେଲ୍ ଅଧ୍ୟକ୍ଷ ଭାବେ ଦଳର ମୁଖପାତ୍ର ଅମର ପଟ୍ଟନାୟକଙ୍କୁ ବିଜେଡି ସଭାପତି ତଥା ତତକାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିଲେ । ୨୦୧୯ରେ ରାଜ୍ୟସଭାକୁ ସେ ନିର୍ବାଚିତ ହୋଇଥିଲେ।

ବିଜେପି ରେ ମିଶିବା ପରେ ଶ୍ରୀ ପଟ୍ଟନାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, “ମୁଁ ଚାକରି 9 ବର୍ଷ ତଳେ ଛାଡି ଥିଲି, ତା ପରେ ମୁଁ ରାଜନୀତିକୁ ଆସିଥିଲି । ଉତ୍କଳ ମାଟିର ସେବା ମନ ନେଇ ରାଜନୀତିକୁ ଆସିଥିଲି ।  ଆଗକୁ ସେବା ଜାରି ରଖିବାକୁ ମୁଁ ଜାତୀୟ ଦଳରେ ଯୋଗ ଦେଲି । ପ୍ରଧାନମନ୍ତ୍ରୀଙ୍କ ଭାଷଣ ଓ ତାଙ୍କ କାର୍ଯ୍ୟ କରିବାର ଶୈଳୀରେ ଦେଶ ଆଗେଇ ଚାଲିଛି  ।  ଏହି ପ୍ରେରଣା ନେଇ ବିଜେପି ଯୋଗ ଦେଲି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

Tags: Amar patnaikbjpodisha politics
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି ଭାରତୀୟ ବଜାରରେ କଣ ରହିଛି ସୁନା ଦର

ଜାଣନ୍ତୁ ଆଜି ଭାରତୀୟ ବଜାରରେ କଣ ରହିଛି ସୁନା ଦର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.