Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ସୁଜିତ କୁମାର ବିଜେଡି ଛାଡିବା ନେଇ ଏମିତି କହିଲେ ଅମର ଶତପଥୀ

Sanchar Live by Sanchar Live
September 7, 2024
in ରାଜନୀତି
0
ସୁଜିତ କୁମାର ବିଜେଡି ଛାଡିବା ନେଇ ଏମିତି କହିଲେ ଅମର ଶତପଥୀ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାର ବିଜେଡି ଛାଡିବା ନେଇ ଦଳକୁ ଚେତାଇଲେ ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀ । ପ୍ରତିକ୍ରିୟା ରଖି ସେ କହିଛନ୍ତି, ଅନ୍ୟ ଉପରେ ଦୋଷ ଲଦି ବସିଗଲେ ହେବ ନାହିଁ । କ’ଣ ପାଇଁ ଆମ ଦଳରେ ଅସୁବିଧା ରହୁଛି ତାକୁ ଅଧିକ ତର୍ଜମା କରିବାର ଆବଶ୍ୟକତା ରହିଛି । ଇଏ ଯେଉଁ ପରିସ୍ଥିତି ସୃଷ୍ଟି ହୋଇଛି ତାକୁ ନେଇ ଆମକୁ ଅଧିକ ଆତ୍ମନୀରିକ୍ଷଣ କରିବାର ସମୟ ଆସିଛି । ଯେଉଁମାନେ ଗୋଟିଏ ସମୟରେ ଆଗ ଧାଡିରେ ଥିଲେ କାମ କରୁଥିଲେ ସେମାନେ କାହିଁକି ଦଳ ଛାଡ଼ି ଯାଉଛନ୍ତି ଆମ ତରଫରୁ ମଧ୍ୟ ସମୀକ୍ଷା ହେବାର ଆବଶ୍ୟକତା ଅଛି ।

ସେ ଆହୁରି ମଧ୍ୟ କହିଛନ୍ତି, ଦଳ ଗୋଟିଏ ବୃହତ୍ତର ସଂଗଠନ । କେହି ବ୍ୟକ୍ତିଗତ ଭାବେ କିମ୍ବା କର୍ମୀ ମାନେ ଗଲେ କ୍ଷତି ହୁଅନ୍ତା ନାହିଁ । କିନ୍ତୁ ଯେଉଁମାନଙ୍କୁ ସଂସଦକୁ ଆମେ ପଠାଇଛୁ ଯଦି ସେହିଭଳି ଲୋକ ଯିବେ ତାହାର ପ୍ରଭାବ ନିଶ୍ଚିତ ଦଳ ଉପରେ ପଡୁଛି ବୋଲି ଅମର ପ୍ରସାଦ ଶତପଥୀ କହିଛନ୍ତି ।

Tags: amar satapathybjdodisha politicsSujit kumar
ShareTweetShareSend
Sanchar Live

Sanchar Live

Next Post
ବିଗତ ୫ବର୍ଷ ମଧ୍ୟରେ ମୋଟ ୫୭୨ଜଣ ଆଦିବାସୀ ମହିଳା ଓ ଛାତ୍ରୀ ଦୁଷ୍କର୍ମର ଶିକାର

ପଶ୍ଚିମବଙ୍ଗରୁ ପୁଣି ଆସିଲା ଲଜ୍ଜାଜନକ ଖବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.