Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କଲେ ଆମେରିକା ରାଷ୍ଟ୍ରଦୂତ

Sanchar Live by Sanchar Live
September 29, 2024
in ଓଡିଶା
0
କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କଲେ ଆମେରିକା ରାଷ୍ଟ୍ରଦୂତ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ରବିବାର ପୂର୍ବାହ୍ନରେ କଡ଼ା ସୁରକ୍ଷା ବଳୟରେ ଆମେରିକା ରାଷ୍ଟ୍ରଦୂତ ଏରିକ୍ ଗାରସେଟି ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସିଥିଲେ । ଏଠାରେ ପହଞ୍ଚିବା ପରେ ପ୍ରଥମେ ଆଇଓଏଫ୍ ବ୍ୟାଖ୍ୟାନ କେନ୍ଦ୍ର ପରିସରରେ ତାଙ୍କୁ ସ୍ୱାଗତ କରାଯାଇଥିଲା ।

ସୂର୍ଯ୍ୟମନ୍ଦିରର ଐତିହାସିକ ତଥ୍ୟ ବୁଝାଇଥିଲେ ଗାଇଡ୍ ବିଶେଶ୍ୱର ଦାଶ । ଏଥିସହ ଏରିକ୍ ଗାରସେଟିଙ୍କୁ ମନ୍ଦିର ପରିସର ବୁଲି ଦେଖାଇଥିଲେ । ବିଭିନ୍ନ ସୂକ୍ଷ୍ମ କାରୁକାର୍ଯ୍ୟଗୁଡ଼ିକୁ ଟିକ୍‌ନିଖ୍ ଭାବେ ବୁଲି ଦେଖି ଆଶ୍ଚର୍ଯ୍ୟ ଚକିତ ହୋଇପଡ଼ିଥିଲେ ରାଷ୍ଟ୍ରଦୂତ । ରାଷ୍ଟ୍ରଦୂତଙ୍କ ଏହି ଗସ୍ତ ସମୟରେ ନିମାପଡ଼ା ଏସଡିପିଓ ପ୍ରଭାତ ମଲ୍ଲିକ୍, କୋଣାର୍କ ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଆମେରିକା ରାଷ୍ଟ୍ରଦୂତଙ୍କ ଏହି ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

Tags: america amasadarkonark
ShareTweetShareSend
Sanchar Live

Sanchar Live

Next Post
ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.