Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଆମେରିକା ବିମାନ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୬୪ରେ ପହଞ୍ଚିଲା

Sanchar Live by Sanchar Live
January 30, 2025
in ବିଦେଶ
0
ଆମେରିକା ବିମାନ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୬୪ରେ ପହଞ୍ଚିଲା
0
SHARES
21
VIEWS
FacebookTwitter

ଆମେରିକାର ଓ୍ବାସିଂଟନ ନିକଟରେ ହୋଇଥିବା ଯାତ୍ରୀବାହୀ ବିମାନ ଓ ସେନା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬୪ରେ ପହଞ୍ଚିଛି । ଉଭୟ ବିମାନ ଓ ହେଲିକପ୍ଟରରେ ଥିବା ସମସ୍ତ ଯାତ୍ରୀ ଓ ସେନା କର୍ମଚାରୀ ମୃତ୍ୟୁବରଣ କରିଛନ୍ତି ।

ୱାଶିଂଟନ ଡିସି ଡିସି ଅଗ୍ନିଶମ ଏବଂ ଇଏମଏସ ମୁଖ୍ୟ ଜନ୍ ଡୋନେଲି କହିଛନ୍ତି ଯେ ୱାଶିଂଟନ ଡିସି ଡିସି ଅଗ୍ନିଶମ ଏବଂ ଇଏମଏସ ମୁଖ୍ୟ ଜନ୍ ଡୋନେଲି କହିଛନ୍ତି ଯେ ଆମେରିକୀୟ ଏୟାରଲାଇନ୍ସର ଏକ ବିମାନ ଏବଂ ଆମେରିକା ସେନାର ବ୍ଲାକ୍ ହକ୍ ହେଲିକପ୍ଟର ମଧ୍ୟରେ ହୋଇଥିବା ଦୁର୍ଘଟଣାରେ ସମସ୍ତ ୬୪ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଏହା ପୂର୍ବରୁ ଆଇନ ପ୍ରଣୟନ କାରୀ ସୂତ୍ରରୁ ମଧ୍ୟ ଜଣାପଡିଥିଲା ଯେ ନଦୀରୁ କେହି ବଞ୍ଚି ନାହାନ୍ତି । ଆମେରିକାନ୍ ଏୟାରଲାଇନ୍ସର ବିମାନ ୫୩୪୨ କାନସାସର ୱିଚିଟାରୁ ୬୦ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ମେମ୍ବରଙ୍କୁ ନେଇ ଉଡ଼ାଣ ଭରିଥିଲା। ବିମାନ ବନ୍ଦର ନିକଟକୁ ଆସୁଥିବା ବେଳେ ପ୍ରଶିକ୍ଷଣ ଅଭିଯାନରେ ଥିବା ବ୍ଲାକ୍ ହକ୍ ହେଲିକପ୍ଟର ସହ ବିମାନଟି ଧକ୍କା ଖାଇଥିଲା। ହେଲିକପ୍ଟରରେ ଥିବା ୩ ଜଣ ଯବାନଙ୍କ ମୃତ୍ୟୁ ମଧ୍ୟ ନିଶ୍ଚିତ ହୋଇଛି।

Tags: americaflight crass
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ସୁନ୍ଦର ହେବାର ୭ ଉପାୟ

ଜାଣନ୍ତୁ ସୁନ୍ଦର ହେବାର ୭ ଉପାୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.