Sunday, November 8, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ବିଦେଶ

ଟାରିଫ ହ୍ରାସ କଲା ଆମେରିକା, ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ

Sanchar Live by Sanchar Live
February 3, 2026
in ବିଦେଶ
0
0
SHARES
13
VIEWS
Facebook
Twitter

ଟାରିଫ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ ।  ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରୁଥ ସୋସିଆଲ ମିଡିଆରେ ଏହି ଘୋଷଣା କରିଛନ୍ତି ଟ୍ରମ୍ପ । ଭାରତୀୟ ସାମଗ୍ରୀ ଉପରେ ଶୁଳ୍କ ୨୫% ରୁ କମାଇ ୧୮% କରାଯାଇଥିବା ଘୋଷଣା କରିଛନ୍ତି। ଏହା ବଦଳରେ ଭାରତ ମଧ୍ୟ ଆମେରିକୀୟ ସାମଗ୍ରୀ ଉପରୁ ଟ୍ୟାକ୍ସ କମାଇବାକୁ ରାଜି ହୋଇଛି । ଏହି ଚୁକ୍ତିର ସବୁଠାରୁ ବଡ଼ ସର୍ତ୍ତ ହେଉଛି, ଭାରତ ଏବେ ରୁଷିଆ ଠାରୁ ଶସ୍ତା ଅଶୋଧିତ ତେଲ କିଣିବା ବନ୍ଦ କରିବ କିମ୍ବା ବହୁତ କମାଇ ଦେବ ।

ଏହା ବଦଳରେ ଭାରତ ଏବେ ଆମେରିକା ଠାରୁ ତେଲ ଓ ଗ୍ୟାସ୍ କିଣିବ। ଟ୍ରମ୍ପଙ୍କ ଅନୁସାରେ, ଏହାଦ୍ୱାରା ରୁଷିଆର ଆୟ କମିବ ଏବଂ ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ ମିଳିବ। ଟାରିଫ ହ୍ରାସ ସହ ବାଣିଜ୍ୟ ଚୁକ୍ତି ଘୋଷଣା କରିଛନ୍ତି ଟ୍ରମ୍ପ। ଭାରତ ଆଗାମୀ ଦିନରେ ଆମେରିକା ଠାରୁ ପ୍ରାୟ ୫୦୦ ବିଲିୟନ ଡଲାରର ସାମଗ୍ରୀ କିଣିବାକୁ ପ୍ରତିଶ୍ରୁତି ଦେଇଛି ।  ଏଥିରେ ରହିଛି ତେଲ, କୋଇଲା, ପ୍ରଯୁକ୍ତିବିଦ୍ୟା ଓ କୃଷି ଜାତ ଦ୍ରବ୍ୟ। ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍ ସୋସିଆଲ୍’ରେ ଲେଖିଛନ୍ତି ଯେ, “ମୋଦୀ ଜଣେ ଶକ୍ତିଶାଳୀ ଓ ସମ୍ମାନଜନକ ନେତା ।  ଆମେ ଦୁହେଁ କାମ କରିବାରେ ବିଶ୍ୱାସ କରୁ ।

Related posts

ମିଡ୍ ଟର୍ମ ଟେଷ୍ଟରେ ଫେଲ୍ ଟ୍ରମ୍ପ: ହାରିଲା ରିପବ୍ଲିକାନ୍ ପାର୍ଟି

ମିଡ୍ ଟର୍ମ ଟେଷ୍ଟରେ ଫେଲ୍ ଟ୍ରମ୍ପ: ହାରିଲା ରିପବ୍ଲିକାନ୍ ପାର୍ଟି

November 4, 2026
ଭୁଟାନରେ ଗ୍ଲେସିୟର ହ୍ରଦ ଫାଟିବା ପରେ ବଡ଼ ବନ୍ୟା ଆଶଙ୍କା

ଭୁଟାନରେ ଗ୍ଲେସିୟର ହ୍ରଦ ଫାଟିବା ପରେ ବଡ଼ ବନ୍ୟା ଆଶଙ୍କା

October 30, 2026

ଏହି ଚୁକ୍ତି ବନ୍ଧୁତ୍ୱ ଓ ସମ୍ମାନର ପ୍ରତୀକ।” ତେବେ ଗୁରୁତ୍ବପୂର୍ଣ୍ଣ କଥା ହେଲା, ଆଗାମୀ ଦିନରେ ଭାରତ ଉପରେ ଲଗାଇଥିବା ପୂରା ୨୫ ପ୍ରତିଶତ ପାଲଟା ଶୁଳ୍କ ହଟାଇବ ଆମେରିକା । ଏ ନେଇ ହ୍ବାଇଟ ହାଉସର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଟ୍ରମ୍ପଙ୍କ ଟାରିଫ ହ୍ରାସ ପରେ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ।

Tags: americaindiatarif

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳିରେ ଅଘଟଣ: ନଜର ପକାନ୍ତୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଅଘଟଣ ଉପରେ…
  • ରାତିରେ ଶୋଇବାବେଳେ କେଶ ବାନ୍ଧି ଶୋଇବେ ନା ଖୋଲିକି ଶୋଇବେ?
  • ୧୯ ବର୍ଷରୁ କମ୍ ଏସୀଆ କପରେ ଭାରତର ପରାଜୟ: ହରାଇଲା ପାକିସ୍ତାନ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.