Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଅମିତଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ

Sanchar Live by Sanchar Live
August 16, 2024
in କ୍ରୀଡ଼ା
0
ଅମିତଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଭାରତୀୟ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ନିବାସରେ ଅମିତଙ୍କୁ ରୁପା ତାରକସିର ରଥାରୁଢ଼ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି ସହ ଏକ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଛନ୍ତି ନବୀନ । ଅମିତଙ୍କୁ ଓଡିଶାର ଗର୍ବ ବୋଲି ନବୀନ ବର୍ଣ୍ଣନା କରିବା ସହ ଯୁବ ପିଢ଼ିକୁ ତାଙ୍କର ସଫଳତା ପ୍ରେରଣା ଦେଇ ଚାଲିବ ବୋଲି କହିଛନ୍ତି ।

ଓଡିଶା ଭାରତୀୟ ହକି ଦଳକୁ ପ୍ରାୟୋଜିତ କରିବା ପରେ ଲଗାତାର ଦୁଇଟି ଅଲିମ୍ପିକରେ ଦଳ ଦୁଇ ଦୁଇଟି ବ୍ରୋଞ୍ଜ ପଦକ ପାଇ ଦେଶର ଗୌରବ ବୃଦ୍ଧି କରିଥିବାରୁ ନବୀନ ଅମିତଙ୍କୁ ଓ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଥିଲେ । ଆଗାମୀ ଲସଏଞ୍ଜେଲସ ଅଲିମ୍ପିକ୍ସରେ ଭାରତୀୟ ଦଳ ଆହୁରି ଭଲ ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିବ ବୋଲି ନବୀନ ଦୃଢ଼ ଆଶା ବ୍ୟକ୍ତ କରିଛନ୍ତି । ନବୀନଙ୍କୁ ଅମିତ ପ୍ୟାରିସ ଅଲିମ୍ପିକର ମାସ୍କଟ ପ୍ରଦାନ କରିବା ସହ ଭାରତୀୟ ହକି ଦଳର ଏହି ସଫଳତାରେ ତାଙ୍କ ପ୍ରୋତ୍ସାହନ ପାଇଁ ଦଳ ପକ୍ଷରୁ କୃତଜ୍ଞତା ଜଣାଇଥିଲେ ।

Tags: amit rahidasNaveen patnaikodisha
ShareTweetShareSend
Sanchar Live

Sanchar Live

Next Post
IPS ୱାଇ.ବି. ଖୁରାନିଆ ହେଲେ ଓଡ଼ିଶାର ନୂଆ ପୋଲିସ ଡିଜି

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୱାୟୀ. ବି. ଖୁରାନିଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.