Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପ୍ରତ୍ୟେକ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି

Sanchar Live by Sanchar Live
May 9, 2025
in ଭାରତ
0
ପ୍ରତ୍ୟେକ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି
0
SHARES
14
VIEWS
FacebookTwitter

ପ୍ରତ୍ୟେକ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟର ଚିଠି । ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ,ଆବଶ୍ୟକସ୍ଥଳେ ତୁରନ୍ତ ଲୋକଙ୍କୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତ ରୁହ । ଯୁଦ୍ଧ ସ୍ଥିତିକୁ ନଜଜରେ ରଖି ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସିଭିଲ୍‌ ଡିଫେନ୍ସ ଅନୁସାରେ ଜରୁରୀ କ୍ଷମତା ପ୍ରୟୋଗ ପାଇଁ ନିର୍ଦ୍ଦେଶ ।

ଅନ୍ୟପଟେ ଭାରତ-ପାକ ଯୁଦ୍ଧ ଭିତରେ ଓଡ଼ିଶାରେ ମଧ୍ୟ ହାଇଆଲର୍ଟ । ଭୁବନେଶ୍ବର ବିମାନବନ୍ଦରରେ କଡ଼ା ସୁରକ୍ଷା,ଏହା ସହ ଚାନ୍ଦିପୁରରେ ମଧ୍ୟ ହାଇଆର୍ଲଟ ।ପୁରୀ ଏବଂ  ହୀରାକୁଦରେ ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି । ରାଜ୍ୟର ବିଭିନ୍ନ ଗୁରୁତ୍ବପୂ୍‌ର୍ଣ ସ୍ଥାନଗୁଡିକୁ ଏବେ ସୁରକ୍ଷା ବଳୟରେ ରଖାଯାଇଛି । ଶ୍ରତ୍ରୁ ପକ୍ଷରୁ ପ୍ରତିଟି ଆକ୍ରମଣାତ୍ମକ ପଦକ୍ଷେପକୁ  ଯେପରି ପ୍ରତିହତ କରିହେବ ସେଥିପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ସତର୍କ ଅଛନ୍ତି । ଖୋଦ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ  ଏନେଇ କହିଛନ୍ତି । ମୁଖ୍ୟତଃ ଓଡିଶାରେ ଯଦିଓ ଆତଙ୍କବାଦ ଆଶଙ୍କା ନାହିଁ କିନ୍ତୁ ଯେହେତୁ ଏଠାରେ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ଗୁଡିକ ଅଛି ଏହାକୁ ଆକ୍ରମଣର ଟାର୍ଗେଟରେ ଶତ୍ରୁ ରଖିଥାଇପାରେ ତେଣୁ ଏବେ ଏସବୁ ସ୍ଥାନ ପାଇଁ ସୁରକ୍ଷା ସ୍ତର ସୃଷ୍ଟି କରିବାକୁ ବିଚାର ବିମର୍ଷ ହେଉଛି ।
Tags: Amit shahindia
ShareTweetShareSend
Sanchar Live

Sanchar Live

Next Post
ଭାରତ ଉପରେ ଆକ୍ରମଣ କରିବାକୁ ତୁର୍କୀ ଅସ୍ତ୍ରର ପ୍ରୟୋଗ କରିଛି ପାକିସ୍ତାନ : କଡ଼ା ଜବାବ ଦେଇଛି ଭାରତୀୟ ସେନା

ଭାରତ ଉପରେ ଆକ୍ରମଣ କରିବାକୁ ତୁର୍କୀ ଅସ୍ତ୍ରର ପ୍ରୟୋଗ କରିଛି ପାକିସ୍ତାନ : କଡ଼ା ଜବାବ ଦେଇଛି ଭାରତୀୟ ସେନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.