Thursday, July 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ

Sanchar Live by Sanchar Live
July 2, 2026
in ଓଡିଶା
0
ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
0
SHARES
18
VIEWS
FacebookTwitter

ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ବାତିଲ । ୩ରୁ ୫ ତାରିଖ ଯାଏଁ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିଲା। ଝାରସୁଗୁଡ଼ା, ସମ୍ବଲପୁର , ବରଗଡ଼, କଟକ ବଡ଼ମ୍ବା ଓ ଭୁବନେଶ୍ବରରେ ଥିଲା ଶାହଙ୍କ କାର୍ଯ୍ୟକ୍ରମ । ୪ ତାରିଖରେ ବରଗଡ଼ର ବାଉଲସିଂହା ଠାରେ ନିର୍ମିତ BPCL ର ଦ୍ୱିତୀୟ ପିଢ଼ିର (2G) ଇଥାନଲ୍ ପ୍ଲାଣ୍ଟର ଆନୁଷ୍ଠାନିକ ଉଦଘାଟନ କରିବା କାର୍ଯ୍ୟକ୍ରମ ଥିଲା । ହେଲେ ତାପୂର୍ବରୁ ଆଜି ଅପରାହ୍ନ ସମୟରେ ଅମିତ ଶାହଙ୍କ ଗସ୍ତ ବାତିଲ ହୋଇଛି । ଗସ୍ତ ବାତିଲ ହୋଇଥିବା ନେଇ ପ୍ରଦୀପ ପୁରୋହିତଙ୍କ ସୂଚନା ଦେଇଛନ୍ତି ।

ତେବେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ଗସ୍ତ ବାତିଲ କଣ ପାଇଁ ପାଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । କେବଳ ଗସ୍ତ ବାତିଲ ନେଇ ସୂଚନା ଦିଆଯାଇଛି । ପରବର୍ତ୍ତୀ ସମୟରେ କେବେ ଓଡ଼ିଶା ଗସ୍ତ କରିବେ । ସେନେଇ ମଧ୍ୟ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । କିଛି ଗୁରୁତ୍ୱପୁର୍ଣ କାମ ଆସିବାରୁ ତାଙ୍କ ଗସ୍ତ ବାତିଲ ହୋଇଛି । ପରବର୍ତ୍ତୀ ସମୟରେ ଅମିତ ଶାହଙ୍କ ଗସ୍ତ ରି ସିଡ୍ୟୁଲ ହେବ ।

Tags: Amitshahodisha
ShareTweetShareSend
Sanchar Live

Sanchar Live

Next Post
ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
  • ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?
  • ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
  • ବର୍ଷା ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି
  • ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.