Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ଶ୍ରୀଅଲାରନାଥଙ୍କ ଦର୍ଶନ, ସକାଳୁ ଲାଗିଲାଣି ଭକ୍ତଙ୍କ ଭିଡ଼

Sanchar Live by Sanchar Live
June 12, 2025
in ଓଡିଶା
0
ଆଜିଠୁ ଶ୍ରୀଅଲାରନାଥଙ୍କ ଦର୍ଶନ, ସକାଳୁ ଲାଗିଲାଣି ଭକ୍ତଙ୍କ ଭିଡ଼
0
SHARES
42
VIEWS
FacebookTwitter

ସଂଚାର ବ୍ୟୁରୋ: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡୁ ସୁବାସିତ ଜଳରେ ସ୍ନାନ ପରେ ଜ୍ବରରେ ପୀଡିତ ମହାପ୍ରଭୁ । ଶ୍ରୀମନ୍ଦିର ଅଣସର ପିଣ୍ଡିରେ ଶ୍ରୀବିଗ୍ରହଙ୍କ ଚାଲିବ ଗୁପ୍ତସେବା । ସ୍ନାନବେଦୀରେ ସ୍ନାନଯାତ୍ରା ସରିବା ପରେ ଅଣସର ଚାଳିକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଜ୍ବର ଲାଘବ ପାଇଁ ମହାପ୍ରଭୁଙ୍କ ସେବାରେ ନିୟୋଜିତ ହୋଇଛନ୍ତି ଦଇତାପତି । ଏହି ସମୟରେ ଶ୍ରୀମନ୍ଦିରରେ ମନ୍ତ୍ରୋଚାରଣ, ସଂକୀର୍ତ୍ତନ ଆଦି ନିତୀ ବନ୍ଦ ରହିବା ସହ ଶ୍ୱେତ ପୁଷ୍ପରେ ମହାପ୍ରଭୁଙ୍କୁ ପୂଜା କରାଯିବ । ସେପଟେ ମହାପ୍ରଭୁଙ୍କ ଅନୁପସ୍ଥିତିରେ ଶ୍ରୀମନ୍ଦିରରେ ଆଜିଠାରୁ ଦର୍ଶନ ଦେଉଛନ୍ତି ପଟି ଦିଅଁ । ଶ୍ରୀବଳଭଦ୍ରଙ୍କ ସ୍ଥାନରେ ଅନନ୍ତ ବାସୁଦେବ, ସୁଭଦ୍ରାଙ୍କ ସ୍ଥାନରେ ମାଆ ଭୂବନେଶ୍ୱରୀ, ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ଅନନ୍ତ ନାରାୟଣ ଏବଂ ସୁଦର୍ଶନଙ୍କ ସ୍ଥାନରେ ପତିତପାବନ ପୂଜା ପାଉଛନ୍ତି । ସେପଟେ ଆଜିଠାରୁ ବ୍ରହ୍ମଗିରି ସ୍ଥିତ ଅଲାରନାଥ ପୀଠରେ ଲାଗିଛି ଗହଳି । ୨୫ ତାରିଖ ଯାଏଁ ବ୍ରହ୍ମଗିରି ଅଲାରନାଥ ପୀଠରେ ଜମିବ ଶ୍ରଦ୍ଧାଳୁଙ୍କ ଭିଡ଼ । ଭିଡ଼ ନିୟନ୍ତ୍ରଣ, ଟ୍ରାଫିକ ବ୍ଯବସ୍ଥା, ସୁରକ୍ଷା ଓ ନୀତିକାନ୍ତି ନେଇ ସମସ୍ତ ବ୍ଯବସ୍ଥା କରାଯାଇଛି । ଶୃଙ୍ଖଳିତ ନୀତିକାନ୍ତି ସହ ଭକ୍ତ କିପରି ସୁବିଧାରେ ଅଲାରନାଥଙ୍କ ପ୍ରଶିଦ୍ଧ କ୍ଷୀରି ଭୋଗ ପାଇବେ, ସେଥିପାଇଁ ସେବାୟତଙ୍କୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ । ପୁରୀରୁ ବ୍ରହ୍ମଗିରିକୁ ଗମନଗମନ ଶୃଙ୍ଖଳିତ କରିବାକୁ ପୋଲିସ ପକ୍ଷରୁ କରାଯାଇଛି ସ୍ବତନ୍ତ୍ର ପ୍ଲାନ୍ । ୩ଟି ପଏଣ୍ଟରେ ଟ୍ରାଫିକ କଟକଣା ସହ ମନ୍ଦିର ଭିତରେ ଓ ବାହାରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Tags: alarnathanasara nitipuri
ShareTweetShareSend
Sanchar Live

Sanchar Live

Next Post
ଆଗାମୀ ୭ ଦିନ ପାଇଁ ରାଜ୍ୟରେ ରହିବ ବର୍ଷାର ପ୍ରଭାବ, ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି

ଆଗାମୀ ୭ ଦିନ ପାଇଁ ରାଜ୍ୟରେ ରହିବ ବର୍ଷାର ପ୍ରଭାବ, ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.