Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ ପାଇଁ ଓଡ଼ିଶାକୁ ୨୦୧ କୋଟି

Sanchar Live by Sanchar Live
November 11, 2024
in ଭାରତ
0
0
SHARES
5
VIEWS
Facebook
Twitter

ନୂଆଦିଲ୍ଲୀ : ଅଗ୍ନିଶମ ସେବାର ବିସ୍ତାର ଓ ଆଧୁନିକୀକରଣ ଯୋଜନା ଅଧୀନରେ କେନ୍ଦ୍ର ସରକାର ଓଡ଼ିଶା ସମେତ ତିନୋଟି ରାଜ୍ୟ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି । ଛତିଶଗଡ଼, ଓଡ଼ିଶା ଓ ପଶ୍ଚିମବଙ୍ଗ ପାଇଁ ୭୨୫.୬୨ କୋଟି ଟଙ୍କାର ତିନୋଟି ପ୍ରକଳ୍ପକୁ ସୋମବାର କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି । ଓଡ଼ିଶାକୁ ୨୦୧.୧୦ କୋଟି, ଛତିଶଗଡ଼କୁ ୧୪୭.୭୬ କୋଟି ଓ ପଶ୍ଚିମବଙ୍ଗ ପାଇଁ ୩୭୬.୭୬ କୋଟି ଟଙ୍କାର ଆର୍ଥିକ ମଞ୍ଜୁରୀ ମିଳିଛି ।

କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚ ସ୍ତରୀୟ କମିଟି ତିନି ରାଜ୍ୟର ଅଗ୍ନିଶମ ସେବା ଆଧୁନିକୀକରଣ ପାଇଁ ଉପରୋକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି । ରାଜ୍ୟ ଗୁଡ଼ିକରେ ଏନଡିଆରଏଫ୍ ଅଧୀନରେ ୫୦୦୦ କୋଟି ଟଙ୍କା ଆବଣ୍ଟନ କରାଯାଇଛି । ଏହା ପୂର୍ବରୁ ୧୫ଟି ରାଜ୍ୟ ନିମନ୍ତେ ୨୫୪୨.୧୨ କୋଟି ଟଙ୍କାର ମୋଟ ପରିବ୍ୟୟ ପ୍ରସ୍ତାବକୁ ମଞ୍ଜୁର କରାଯାଇଛି ।

Related posts

ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

November 5, 2026
ଦୀପାବଳି ପୂର୍ବରୁ ଦେଶର ବିଭିନ୍ନ ସହରରେ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ

ଦୀପାବଳି ପୂର୍ବରୁ ଦେଶର ବିଭିନ୍ନ ସହରରେ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ

November 5, 2026

ଦେଶରେ ବିପର୍ଯ୍ୟୟ ବିପତ୍ତି ହ୍ରାସ ପ୍ରଣାଳୀକୁ ମଜବୁତ କରି ବିପର୍ଯ୍ୟୟ ସମୟରେ ବ୍ୟାପକ ଧନ ଜୀବନ ହାନିକୁ ରୋକିବା ଲାଗି ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । ଚଳିତ ବର୍ଷ ରାଜ୍ୟଗୁଡ଼ିକୁ ୨୧ ହଜାର ୨୬ କୋଟି ଟଙ୍କାର ଅର୍ଥରାଶି ପୂର୍ବରୁ ଆବଣ୍ଟନ କରାଯାଇଛି । ଏଥିରେ ଏସଡିଆରଏଫରୁ ୨୬ଟି ରାଜ୍ୟକୁ ୧୪ ହଜାର ୮୭୮ କୋଟି ୪୦ ଲକ୍ଷ, ଏନଡିଆରଏଫରୁ ୧୫ଟି ରାଜ୍ୟକୁ ୪,୬୩୭ କୋଟି, ଏସଡିଏମଏଫରୁ ୧୧ଟି ରାଜ୍ୟକୁ ୧୩୮୫ କୋଟି ୪୫ ଲକ୍ଷ ଏବଂ ଏନଡିଆରଏଫରୁ ତିନୋଟି ରାଜ୍ୟକୁ ୧୨୪ କୋଟି ୯୩ ଲକ୍ଷ ଟଙ୍କା ସାମିଲ ଅଛି ।

 

Tags: fireodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା
  • ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର
  • ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.