Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ରାଜସ୍ଥାନରେ ବାହାହେବେ ଅନୁଭବ

Sanchar Live by Sanchar Live
March 11, 2025
in ମନୋରଞ୍ଜନ
0
ରାଜସ୍ଥାନରେ ବାହାହେବେ ଅନୁଭବ
0
SHARES
31
VIEWS
FacebookTwitter

ଦ୍ବିତୀୟ ଇନିଂସ ଆରମ୍ଭ କରିବେ ଓଲିଉଡ୍ ଅଭିନେତା ଅନୁଭବ ମହାନ୍ତି ।  ଦିଲ୍ଲୀରେ ଜାଗୃତି ଶୁକ୍ଲାଙ୍କ ହାତ ଧରିବେ କଟକର ବାଳୁଙ୍ଗା ଟୋକା ।  ରାଜସ୍ଥାନରେ ହେବ ଡେସଟିନେସନ୍ ୱେଡିଂ ।  ଉଭୟଙ୍କ ଆଜି ପଡିବ ହାତଗଣ୍ଠି ।  ହାତକୁ ଦି ହାତ ହେବେ ଲଭ ବାର୍ଡ ।  ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହେବେ ।

ମାର୍ଚ୍ଚ ୮ ତାରିଖରେ ଦୁଇ ପରିବାର ଓ ପ୍ରିୟଜନଙ୍କ ଉପସ୍ଥିତିରେ ନିର୍ବନ୍ଧ ଶେଷ ହୋଇଛି ।  ୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ବନ୍ଧୁତା ଆଉ ୨୦୨୫ରେ ସାତ ଜନ୍ମର ସାଥୀ ସାଜିଲେ ଅନୁଭବ-ଜାଗୃତି ।  ବର୍ଷାଙ୍କ ସହ ବିବାହ ବିଚ୍ଛେଦ ପରେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ ।

ପୂର୍ବରୁ ଜାଗୃତିଙ୍କୁ ନେଇ ଚର୍ଚ୍ଚା ଲାଗିରହିଥିଲା ।  ୨୦୧୪ ଫେବ୍ରୁଆରୀରେ ଅନୁଭବ ଓ ବର୍ଷାଙ୍କ ବାହାଘର ହୋଇଥିଲା ।  ପରେ ୨୦୨୩ ଡିସେମ୍ବର ୨୧ ତାରିଖରେ ବିବାହ ବିଚ୍ଛେଦ ହୋଇଥିଲା ।  ଏହାପୂର୍ବରୁ ଜାଗୃତିଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହେଉଥିଲା ।  ବାରମ୍ବାର ଓଡ଼ିଶା ଆସୁଥିଲେ ଜାଗୃତି ଶୁକ୍ଳା ।  ନିକଟରେ ଅନୁଭବଙ୍କ ଉପରେ ଲେଖିଥିବା ଜୀବନୀ ମଧ୍ୟ ରିଲିଜ୍ ହୋଇଥିଲା ।

 

Tags: anubhab mohantymarriagerajastan
ShareTweetShareSend
Sanchar Live

Sanchar Live

Next Post
ଚଣ୍ଡିଖୋଲ ଛକରେ ଟାୟାର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ଚଣ୍ଡିଖୋଲ ଛକରେ ଟାୟାର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.