Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଟ୍ରାକ୍ଟର ତଳେ ଚାପି ହୋଇ ନାବାଳକ ମୃତ

Sanchar Live by Sanchar Live
December 12, 2024
in ଓଡିଶା
0
ଟ୍ରାକ୍ଟର ତଳେ ଚାପି ହୋଇ ନାବାଳକ ମୃତ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଟ୍ରାକ୍ଟର ତଳେ ଚାପି ହୋଇ ନାବାଳକ ମୃତ । ଏଭଳି ଅଘଟଣ ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ବାଗଡିଆ ଥାନା ବାରମଞ୍ଚା ଗାଁରେ । ଟ୍ରାକ୍ଟର ଚକ ତଳେ ଚାପି ହୋଇ ୯ ବର୍ଷର ନାବାଳକଙ୍କ ମୃତ୍ୟୁ ହୋଇଛି l ମୃତ ନାବାଳକ ଜଣଙ୍କ ହେଲେ ବାରମଞ୍ଚା ଗାଁର ବିଜୁ ମୁଖିଙ୍କ ପୁଅ ସାଇ ସରୋଜ ମୁଖି l ସାଇ ସରୋଜ ଘର ପାଖ ବାଲିଗଦା ଉପରେ ଖେଳୁଥିଲେ । ଏହି ସମୟରେ ଏକ ବାଲି ବୋଝେଇ ଟ୍ରାକ୍ଟର ଖାଲି କରିବା ପାଇଁ ନେଉଥିବା ବେଳେ ଚକ ତାଳେ ପଡିଯାଇଥିଲେ ସାଇ ସରୋଜ । ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ଖବର ପାଇ ବାଗଡିଆ ଥାନା ପୋଲିସ ଡାକ୍ତରଖାନରେ ପହଁଚି ମୃତଦେହକୁ ଜବତ କରି ଛାନବିନ ଚଳାଇଛି

Tags: accidepadachendipada
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.