Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ପ୍ରେମିକା ସାମ୍ନାରେ ପ୍ରେମିକକୁ ହତ୍ୟା କଲେ ଦୁର୍ବୃତ୍ତ

Sanchar Live by Sanchar Live
February 6, 2025
in ଅପରାଧ
0
ପ୍ରେମିକା ସାମ୍ନାରେ ପ୍ରେମିକକୁ ହତ୍ୟା କଲେ ଦୁର୍ବୃତ୍ତ

Oplus_0

0
SHARES
18
VIEWS
FacebookTwitter

ଅନୁଗୁଳ : ପ୍ରେମିକା ସାମ୍ନାରେ ପ୍ରେମିକକୁ ହତ୍ୟା । ଯୁବକଙ୍କୁ ପିଟି ପିଟି ହତ୍ୟା କଲେ ଦୁର୍ବୃତ୍ତ । ଅନୁଗୁଳ କିଶୋରନଗର ବ୍ଲକ ହଣ୍ଡପା ଥାନା ସାନ ଗୋବିନ୍ଦପୁର ଗାଁ ଜଙ୍ଗଲରେ ଘଟିଛି ହତ୍ୟାକାଣ୍ଡ । ହତ୍ୟା ପରେ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିବାବେଳେ ପ୍ରେମିକାକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ପୂର୍ବ ଶତ୍ରୁତା ନା ଅନ୍ୟ କୌଣସି କାରଣରୁ ଏହି ହତ୍ୟାକାଣ୍ଡ ଘଟିଛି କାରଣ ଜଣାପଡିନି । ଅଭିଯୁକ୍ତକୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି । ମୃତକ ହେଲେ ମାଧପୁର ଗାଁର ରାହୁଲ ସାମଲ।

ସୂଚନା ଅନୁସାରେ ରାହୁଲଙ୍କ ସହ ବଇଣ୍ଡା ଅଞ୍ଚଳର ଜଣେ ଯୁବତୀଙ୍କ ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ବିଳମ୍ବିତ ରାତିରେ ଯୁବତୀ ଜଣକ ରାହୁଲଙ୍କୁ ଦେଖା କରିବାକୁ ଜଙ୍ଗଲକୁ ଡାକିଥିଲେ । ଦୁଇ ଜଣ ଘରକୁ ଫେରୁଥିବାବେଳେ ବାଟରେ ଦୁର୍ବୃତ୍ତ ସେମାନଙ୍କୁ ଅଟକାଇଥିଲେ । ପରେ ରାହୁଲଙ୍କୁ ଠେଙ୍ଗାରେ ନିର୍ଧୁମ ପିଟିଥିଲେ। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଯୁବତୀ ଜଣକ ଭୟରେ ସେଠାରୁ ଦୌଡ଼ି ପଳାଇଥିଲେ । ପରେ ଏ ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ସନ୍ଧାନୀ କୁକୁର ସାହାଯ୍ୟରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ରାହୁଲକୁ କାହିଁକି, କିଏ ହତ୍ୟା କଲା ? ଏହା ପଛରେ କାରଣ କ’ଣ? ତାହା ସ୍ପଷ୍ଟ ଜଣାପଡ଼ି ନାହିଁ । ହତ୍ୟା ପଛରେ ଜଣେ ନା ଏକାଧିକ ବ୍ୟକ୍ତିଙ୍କ ସଂପୃକ୍ତି ରହିଛି ତାହା ମଧ୍ୟ ଜଣାପଡ଼ି ନାହିଁ । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରାହୁଲଙ୍କ ବାପା ଥାନାରେ ଅଭିଯୋଗ କରିବା ପରେ ତଦନ୍ତ ଜାରି ରହିଛି ।

Tags: anugulcrime
ShareTweetShareSend
Sanchar Live

Sanchar Live

Next Post
ଲୋକଙ୍କ ଅଭିଯୋଗ ତୁରନ୍ତ ସମାଧାନ କର, ନହେଲେ କାର୍ଯ୍ୟାନୁଷ୍ଠାନ : ମୁଖ୍ୟମନ୍ତ୍ରୀ

ଲୋକଙ୍କ ଅଭିଯୋଗ ତୁରନ୍ତ ସମାଧାନ କର, ନହେଲେ କାର୍ଯ୍ୟାନୁଷ୍ଠାନ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.