Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭିଜିଲାନ୍ସ ପଞ୍ଝାରେ ଅନୁଗୁଳ ସିଭିଲ୍ ସପ୍ଲାଏଜ୍ ଅଫିସରଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟ

Sanchar Live by Sanchar Live
March 4, 2025
in ଅପରାଧ
0
ଭିଜିଲାନ୍ସ ପଞ୍ଝାରେ ଅନୁଗୁଳ ସିଭିଲ୍ ସପ୍ଲାଏଜ୍ ଅଫିସରଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟ
0
SHARES
15
VIEWS
FacebookTwitter

ଭିଜିଲାନ୍ସ ପଞ୍ଝାରେ ଅନୁଗୁଳ ସିଭିଲ୍ ସପ୍ଲାଏଜ୍ ଅଫିସରଙ୍କ କାର୍ଯ୍ୟାଳୟର ଦୁଇ ଜଣ ଜୁନିଅର ଆକାଉଣ୍ଟାଣ୍ଟ । ୫୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି । ଜୁନିଅର ଆକାଉଣ୍ଟାଣ୍ଟ ହେଲେ ରାଜନାରାୟଣ ସାହୁ ଏବଂ ଜିତେନ ପଟ୍ଟନାୟକ । ରାଇସ୍ ମିଲ୍‌ର ପରିଚାଳକଙ୍କଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଜୁନିଅର ଆକାଉଣ୍ଟାଣ୍ଟଙ୍କୁ ଗିରଫ କରିଛନ୍ତି । ସୂଚନା ଅନୁସାରେ ଗତ ଏକ ମାସ ଧରି, କ୍ରୀଷ୍ଣା ରାଇସ୍ ମିଲ୍‌ର ପରିଚାଳକ ଦୁଇ ଆକାଉଣ୍ଟାଣ୍ଟଙ୍କୁ ଫର୍ଟିଫାଏଡ୍ ରାଇସ୍ କର୍ଣ୍ଣାଲ୍ସ ବକେୟା ଟଙ୍କା ପ୍ରଦାନ କରିବାକୁ ଅନୁରୋଧ କରି ଆସୁଥିଲେ । କିନ୍ତୁ, ଉଭୟ ଅଭିଯୁକ୍ତ ୫୦,୦୦୦ ଟଙ୍କା ଲାଞ୍ଚ ନଦେଲେ ଏଫଆରକେ ରାଶି ପ୍ରଦାନ କରିବାକୁ ମନା କରି ଦେଇଥିଲେ । ଫଳରେ ବାଧ୍ୟ ହୋଇ ମ୍ୟାନେଜର ଉଭୟ ଆକାଉଣ୍ଟାଣ୍ଟଙ୍କ ଦ୍ୱାରା ହଇରାଣ କରାଯାଉଥିବା ଅଭିଯୋଗ କରି ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କ ଦ୍ଵାରସ୍ଥ ହୋଇଥିଲେ । ଏହା ପରେ, ଆଜି ଅଭିଯୋଗକାରୀଙ୍କ ଠାରୁ ୫୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଅଭିଯୁକ୍ତମାନଙ୍କୁ କାବୁ କରିଛନ୍ତି ।..

Tags: anugulvigilance raid
ShareTweetShareSend
Sanchar Live

Sanchar Live

Next Post
ଆପଣ ଅବସାଦଗ୍ରସ୍ତ କି? ଜାଣନ୍ତୁ ଏହାର ପ୍ରାରମ୍ଭିକ ଲକ୍ଷଣ

ଆପଣ ଅବସାଦଗ୍ରସ୍ତ କି? ଜାଣନ୍ତୁ ଏହାର ପ୍ରାରମ୍ଭିକ ଲକ୍ଷଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.