Tuesday, June 24, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଉନ୍ନୟନମୂଳକ କାମର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

Sanchar Live by Sanchar Live
May 3, 2025
in ଓଡିଶା
0
ଉନ୍ନୟନମୂଳକ କାମର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଉନ୍ନୟନମୂଳକ କାମର ସମୀକ୍ଷା କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗୁଣ୍ଡିଚା ମନ୍ଦିର ବାହାରେ ନିର୍ମାଣ ହେଉଥିବା ସୂଚନା କେନ୍ଦ୍ର ସମେତ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟକୁ ବୁଲି ଦେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଥିବା ଗୋଟିଏ ସୂଚନା କେନ୍ଦ୍ର ବ୍ୟତୀତ ଅନ୍ୟ ଏକ ନୂତନ ସୂଚନା ଓ ବ୍ୟାଖ୍ୟାନ କେନ୍ଦ୍ର କରାଯାଉଛି । ସେହିପରି ବାହାର ପାର୍ଶ୍ୱରେ ଖଣ୍ଡଲାଇଟ ପଥର ଲଗାଯାଇ ସୌନ୍ଦର୍ଯ୍ୟ କାର୍ଯ୍ୟ ମଧ୍ୟ କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ରଥଯାତ୍ରା ପୂର୍ବରୁ ଏସମସ୍ତ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସମେତ ଶ୍ରୀମନ୍ଦିର ପ୍ରଶାସନର ଅନ୍ୟାନ୍ୟ ଅଧିକାରୀ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି।

Tags: arabinda padheepuri
ShareTweetShareSend
Sanchar Live

Sanchar Live

Next Post
ପୁଣି ଭାଇରାଲ ଲିଙ୍ଗରାଜ ମନ୍ଦିରର ବେଢ଼ା ଫଟୋ

ପୁଣି ଭାଇରାଲ ଲିଙ୍ଗରାଜ ମନ୍ଦିରର ବେଢ଼ା ଫଟୋ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ସମସ୍ୟାରେ ଏୟାର ଇଣ୍ଡିଆ ବିମାନ
  • ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ: ଆଇନମନ୍ତ୍ରୀ
  • ଆଜି ଅଣବସର ଚତୁର୍ଦ୍ଦଶୀ ତିଥି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି
  • ଶସ୍ତା ହେଲା ସୁନା, ଜାଣନ୍ତୁ ୨୨ ଓ ୨୪ କ୍ୟାରେଟ୍ ପିଛା କେତେ ରହିଛି ମୂଲ୍ୟ
  • ପୂର୍ବତନ ଭାରତୀୟ କ୍ରିକେଟର ଦିଲୀପ ଦୋଷୀଙ୍କ ଦେହାନ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.