Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା, କହିଲେ…

Sanchar Live by Sanchar Live
May 26, 2025
in ଓଡିଶା
0
ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା, କହିଲେ…
0
SHARES
4
VIEWS
FacebookTwitter

ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା ।  ଚଳିତବର୍ଷ ସ୍ନାନ ଯାତ୍ରା, ରଥଯାତ୍ରା, ବାହୁଡା଼ଯାତ୍ରା ସହିତ ସମସ୍ତ ବ୍ୟଵସ୍ଥାବଳୀକୁ ଅନୁମୋଦନ । ଠାକୁରଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ହେବ ତା’କୁ ଗୁରୁତ୍ବ ଦେଇଛି ଶ୍ରୀମନ୍ଦିର ପ୍ରଶାସନ ।

ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ଅଟାଳିକା ଗୁଡିକର ଏକ ଉଚ୍ଚତା ନିରୂପଣ କରାଯିବ ।  ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ତଥା ଧାଡ଼ି ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ । ଶ୍ରୀମନ୍ଦିର ର ଭୂସମ୍ପତ୍ତି ସୁରକ୍ଷାକୁ ଗୁରୁତ୍ବ ।  ଗତବର୍ଷ ବଡ଼ ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ସମୟରେ ଘଟିଥିବା ଅଘଟଣର ତଦନ୍ତ ନେଇ ତିନି ଜଣିଆ କମିଟି ଗଠନ ହୋଇଥିଲା ।

ଏନେଇ ବୈଠକରେ କମିଟି ଆଜି ରିପୋର୍ଟ ପ୍ରଦାନ କରିଛି । ଚଳିତବର୍ଷ ଠାକୁରଙ୍କ ପହଣ୍ଡି ପାଇଁ ଏକ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯିବ। ସ୍ନାନ ଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଠାକୁରଙ୍କ ପହଣ୍ଡିକୁ ଗୁରୁତ୍ବ ଦିଆଯିବ ।

ଚଳିତ ବର୍ଷ ଘୋଷଯାତ୍ରାରେ ଯଦି କୌଣସି ଅଣ ସେବାୟତ ରଥ ଉପରେ ଚଢିବେ ସେନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।  ରଥ ଉପରେ ମୋବାଇଲ୍ ଫୋନ୍ ବ୍ୟବହାର କରାଗଲେ ଆଇନ୍ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Tags: aravinda padheeodishapuri
ShareTweetShareSend
Sanchar Live

Sanchar Live

Next Post
ଜ୍ୟୋତିଙ୍କୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର

ଜ୍ୟୋତିଙ୍କୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.