Friday, April 24, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରି ଯୁବକ ଗିରଫ

Sanchar Live by Sanchar Live
April 24, 2026
in ଅପରାଧ
0
ନାବାଳିକାଙ୍କୁ ଦୁଷ୍କର୍ମ କଲା ଅଟୋ ଡ୍ରାଇଭର
0
SHARES
14
VIEWS
FacebookTwitter

ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ କରି ଯୁବକ ଗିରଫ । ରେଢ଼ାଖୋଲ ଥାନା ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଘଟିଛି । ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ଗିରଫ ଯୁବକ ହେଲେ ବଉଦ ଜିଲ୍ଲା କିରାସିରା ଗ୍ରାମର ସୁକଦେବ ବାଘ । ଯୁବତୀ ଜଣକ ୩ ମାସର ଗର୍ଭବତୀ ହେବା ପରେ ପରିବାର ଲୋକେ ରେଢ଼ାଖୋଲ ଥାନାରେ ଅଭିଯୋଗ କରିଥିଲେ।

ଶୁକଦେବ ପଣ୍ଡକିମଳ ଗ୍ରାମରେ ରହି ଛକରେ ଏକ ଟାୟର ଦୋକାନ କରିଥିଲେ । ଭିନ୍ନକ୍ଷମ ଯୁବତୀ ଜଣକ ତାଙ୍କ ସଂପର୍କୀୟ ଘରକୁ ବିଭିନ୍ନ ସମୟରେ ଯିବା ଆସିବା କରନ୍ତି । ସେହି ସମୟରେ ଶୁକଦେବ ଭିନ୍ନକ୍ଷମ ଯୁବତୀଙ୍କ ସମ୍ପର୍କରେ ଆସିଥିଲେ ଏବଂ ଯୁବତୀଙ୍କ ଅନିଚ୍ଛା ସତ୍ୱେ ୩ ଥର ଶାରୀରିକ ସମ୍ପର୍କ ରଖିଥିଲେ । ଇତି ମଧ୍ୟରେ ଯୁବତୀ ଜଣକ ୩ ମାସର ଗର୍ଭବତୀ ହୋଇଥିଲେ । ଏହା ଜଣାପଡିବା ପରେ ଯୁବତୀଙ୍କ ପରିବାର ଲୋକେ ରେଢ଼ାଖୋଲ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ପୋଲିସ ତଦନ୍ତ କରି ଶୁକଦେବ ବାଘକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

Tags: arrestcrimeredhakhol
ShareTweetShareSend
Sanchar Live

Sanchar Live

Next Post
ଆଜି ସଚିନଙ୍କ ଜନ୍ମଦିନ, ଆସନ୍ତୁ ଜାଣିବା ତାଙ୍କ ରେକର୍ଡ ସମ୍ପର୍କରେ….

ଆଜି ସଚିନଙ୍କ ଜନ୍ମଦିନ, ଆସନ୍ତୁ ଜାଣିବା ତାଙ୍କ ରେକର୍ଡ ସମ୍ପର୍କରେ....

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ବଡ଼ ଧରଣର ଅଦଳ ବଦଳ
  • କମିଲା ସୁନା ଦର, ଜାଣନ୍ତୁ ଆଜିର ଦାମ
  • କେବେ ମଇଦାନକୁ ଫେରିବେ ଧୋନି?
  • ଆଦିବାସୀ ଯୁବତୀଙ୍କ କରୁଣ କାହାଣୀ, ଉଦ୍ଧାର କରିବାକୁ ନିବେଦନ
  • ପଶ୍ଚିମବଙ୍ଗରୁ ହଟୁଛନ୍ତି ‘ଦିଦି’, ଆସୁଛି ବିଜେପି: ଶାହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.