Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସିକା ବ୍ଲକ ସୁନ୍ଦରାପଲ୍ଲୀ ଗାଁରେ ଝାଡ଼ାବାନ୍ତି ଆତଙ୍କ

Sanchar Live by Sanchar Live
August 13, 2024
in ଓଡିଶା
0
ଆସିକା ବ୍ଲକ ସୁନ୍ଦରାପଲ୍ଲୀ ଗାଁରେ ଝାଡ଼ାବାନ୍ତି ଆତଙ୍କ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ବାଲିସିରା ପଞ୍ଚାୟତର କେ. ସୁନ୍ଦରାପଲ୍ଲୀ ଗ୍ରାମରେ ଝାଡ଼ାବାନ୍ତି ଆତଙ୍କ । ୫ଦିନ ଭିତରେ ଝାଡ଼ାବାନ୍ତିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ  l ୪ ଜଣ ଆକ୍ରାନ୍ତଙ୍କ ବାଲିସୁରା ଓ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଚାଲିଛି ଚିକିତ୍ସା । ବାଲିସିରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଏକ ଟିମ ସହ ଆସିକା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଆଶା ଓ ଅଙ୍ଗନବାଡ଼ି କର୍ମୀ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ଯାନ କରିବା ସହ ଲୋକଙ୍କୁ ସଚେତନ କରିଛନ୍ତି । ଓଆର୍ ଏସ ଓ ପ୍ରାଥମିକ ସ୍ବାସ୍ଥ୍ୟ ଚିକିତ୍ସା ପ୍ରଦାନ କରାଯାଇଛି l ସେହିପରି ଆବର୍ଜନା ସ୍ଥାନ ଗୁଡ଼ିକରେ ବ୍ଲିଚଙ୍ଗ ପକାଯିବା ସହ ଜଳର ଏକ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛନ୍ତି ଟିମ୍ ।

Tags: askahaija
ShareTweetShareSend
Sanchar Live

Sanchar Live

Next Post
ଅଭିଯୁକ୍ତଙ୍କୁ ଗିରଫ ପାଇଁ ଯାଇ ଲୋକଙ୍କ ଆକ୍ରୋଶର ଶିକାର ହେଲେ ଥାନା ଅଧିକାରୀ

ଅଭିଯୁକ୍ତଙ୍କୁ ଗିରଫ ପାଇଁ ଯାଇ ଲୋକଙ୍କ ଆକ୍ରୋଶର ଶିକାର ହେଲେ ଥାନା ଅଧିକାରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.