Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଚାଲିଛି ପକ୍ଷୀ ଗଣନା

Sanchar Live by Sanchar Live
January 18, 2025
in ଓଡିଶା
0
ଚାଲିଛି ପକ୍ଷୀ ଗଣନା
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ପୁରୀ ବନଖଣ୍ଡ ଅଧୀନ ଅସ୍ତରଙ୍ଗ ବନ୍ୟପ୍ରାଣୀ ଅଞ୍ଚଳ ଓ କୋଣାର୍କ ବନ୍ୟପ୍ରାଣୀ ଅଞ୍ଚଳରେ ପକ୍ଷୀ ଗଣନା ଆରମ୍ଭ ହୋଇଛି । ଚଳିତ ବର୍ଷ ଅସ୍ତରଙ୍ଗ ବନ୍ୟପ୍ରାଣୀ ଅଞ୍ଚଳକୁ ପାଞ୍ଚଟି ବିଭାଗ ଓ କୋଣାର୍କ ରେଞ୍ଜକୁ ୭ଟି ବିଭାଗ ବିଭକ୍ତ କରାଯାଇଛି । ନଟରାରୁ କେଉଟଜଙ୍ଘା, ଗଙ୍ଗାଦେବୀରୁ ଦେବୀନାସି, କଣମଣରୁ ଗଙ୍ଗାଦେବୀ, ମୁହାଁଣମୁହଁରୁ ପାଟସୁନ୍ଦରପୁର, ବେଲେଶ୍ୱରରୁ କେଳୁଣୀ ମୁହାଁଣ ପର୍ଯ୍ୟନ୍ତ ଗଣନା କାର୍ଯ୍ୟ ଜାରି ରହିଛି। ପ୍ରତିଦଳରେ ଜଣେ ପକ୍ଷୀ ବିଶାରଦଙ୍କ ସମେତ ପକ୍ଷୀ ବିଶେଷଜ୍ଞ ରହିଛନ୍ତି । ପ୍ରତି ଦଳରେ ଅସ୍ତରଙ୍ଗ ବନ୍ୟପ୍ରାଣୀ ବନାଞ୍ଚଳ ଓ କୋଣାର୍କ ବନ୍ୟପ୍ରାଣୀ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ ରହିଛନ୍ତି । ପକ୍ଷୀ ଗଣନାକାରୀ ବାଇନାକୁଲାର, ବାର୍ଡ଼ସ ଗାଇଡି ବୁକ ଓ ବାର୍ଡ଼ ଏକ୍ସପଟଙ୍କ ସାହାଯ୍ୟରେ ପକ୍ଷୀ ଗଣନା କରାଯାଉଛି । ଉଭୟ ଜଳ ଓ ସ୍ଥଳଭାଗରେ ପକ୍ଷୀ ଗଣନା କରାଯାଉଛି ।.

Tags: astarangabird counting
ShareTweetShareSend
Sanchar Live

Sanchar Live

Next Post
ସୈଫ ଅଲ୍ଲୀ ଖାନଙ୍କୁ ଛୁରାମାଡ଼ ଘଟଣା : କରୀନା କପୁରଙ୍କୁ ଜେରା

ସୈଫ ଅଲ୍ଲୀ ଖାନଙ୍କୁ ଛୁରାମାଡ଼ ଘଟଣା : କରୀନା କପୁରଙ୍କୁ ଜେରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.