Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ

Sanchar Live by Sanchar Live
August 7, 2024
in ଅପରାଧ
0
ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ:ଆକ୍ସନ ମୁଡରେ ଭିଜିଲାନ୍ସ ।  ଭିଜିଲାନ୍ସ ଜାଲରେ ଆଉଜଣେ ବିଡିଓ । ଆଠଗଡ଼ ବିଡିଓ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୮ଟି ସ୍ଥାନରେ ଚଢାଉ କରାଯାଉଛି । ଆୟବହୂର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରରେ ଥିବା ଶ୍ରୀଇନକ୍ଲେଭ ଆପାର୍ଟମେଣ୍ଟର ଦ୍ବିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ତିନି ମହଲା କୋଠା ଓ ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ, କ୍ବାର୍ଟର୍ସ ଆଦି ସ୍ଥାନରେ ରେଡ୍ ଚାଲିଛି । ୬ ଜଣ ଡ଼ିଏସପିଙ୍କ ନେତୃତ୍ବରେ ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଚଢ଼ାଉ ଜାରି ରଖିଛନ୍ତି ।

Tags: crimeodishavigilance raid
ShareTweetShareSend
Sanchar Live

Sanchar Live

Next Post
କଟକରୁ ଚୋରି ଶିଶୁପୁତ୍ର ଦଶପଲ୍ଲାରୁ ଉଦ୍ଧାର

କଟକରୁ ଚୋରି ଶିଶୁପୁତ୍ର ଦଶପଲ୍ଲାରୁ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.