Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
October 14, 2024
in ଭାରତ
0
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଆତିଶୀ ଆଜି (ସୋମବାର) ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏହି ସୂଚନା ଦେଇଛି । ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ମଧ୍ୟରେ ହୋଇଥିବା ବୈଠକର ଏକ ଚିତ୍ର ମଧ୍ୟ ସେୟାର କରିଛି ।
ସୂଚନାଥାଉକି, ନିକଟରେ ଅରବିନ୍ଦ କେଜ୍ରିୱାଲ ଜେଲରୁ ବାହାରିବା ପରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ଆତିଶୀ ବିଧାୟକ ଦଳ ବୈଠକରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ।

ପିଏମ ମୋଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଆତିଶୀ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରିଛନ୍ତି । ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି କି,’ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲି । ଆମ ରାଜଧାନୀର କଲ୍ୟାଣ ଏବଂ ପ୍ରଗତି ପାଇଁ ମୁଁ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କ ମଧ୍ୟରେ ପୂର୍ଣ୍ଣ ସହଯୋଗକୁ ଆଶା କରିଛି ।

ତେବେ ଦିଲ୍ଲୀର ସିଏମ୍ ହେବା ପରେ ଆତିଶୀ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଛନ୍ତି । ତେଣୁ ଏହି ବୈଠକକୁ ଆହୁରି ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ନିକଟରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତିହାର ଜେଲରୁ ବାହାରିଥିଲେ । ଜେଲରୁ ବାହାରିବା ପରେ ଜନତାଙ୍କ ଅଦାଲତରେ ସମ୍ବୋଧିତ କରିବାବେଳେ ସେ ତାଙ୍କ ଇସ୍ତଫା ଘୋଷଣା କରିଥିଲେ ।

Tags: atishidelhinarendra modi
ShareTweetShareSend
Sanchar Live

Sanchar Live

Next Post
ପୁଣି ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ପୁଣି ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.