Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଦୁର୍ଦ୍ଦାନ୍ତ ଅପରାଧୀକୁ ପିଟି ପିଟି ମାରିଦେଲେ

Sanchar Live by Sanchar Live
November 21, 2024
in ଅପରାଧ
0
ଦୁର୍ଦ୍ଦାନ୍ତ ଅପରାଧୀକୁ ପିଟି ପିଟି ମାରିଦେଲେ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଗଞ୍ଜାମ ଜିଲ୍ଲା ଶେରଗଡ଼ ଥାନା ଅନ୍ତର୍ଗତ ବନ୍ଧାଗୁଡା ହାଇସ୍କୁଲ ନିକଟରେ  ଦୁର୍ଦ୍ଦାନ୍ତ ଅପରାଧୀକୁ ନିର୍ମମ ହତ୍ୟା। ଦୁର୍ଦ୍ଦାନ୍ତ ଅପରାଧୀ ଅନନ୍ତ ପଟ୍ଟନାୟକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରାଯାଇଛି। ଗତକାଲି ସନ୍ଧ୍ୟାରେ ବାଇକରେ ଅନନ୍ତ ସହ ୨ ଜଣ ଯାଉଥିବା ସମୟରେ ଏକ ବୋଲେରୋ ତାଙ୍କ ପିଛା କରିଥିଲା। ହଠାତ ଅନନ୍ତଙ୍କ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ।

ତାଙ୍କୁ ଘୋଷlରି ଘୋଷାରି ନେଇ ସଙ୍ଘବଦ୍ଧ ଭାବେ ତାଙ୍କ ମୁଣ୍ଡ ଓ ଦେହକୁ ଶକ୍ତ ଆଘାତ କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ  ଅନନ୍ତର ମୃତ୍ୟୁ ଘଟିଛି । ଅନ୍ୟ ୨ ଜଣ ଏସବୁ ଦେଖି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଅନନ୍ତ ସହ ଥିବା ୨ ଜଣଙ୍କୁ ଅଟକ ରଖି ଘଟଣା ସମ୍ପର୍କରେ ଖୋଳତାଡ଼ କରୁଛି ପୋଲିସ। ଅନନ୍ତ ନାଁରେ ଗଂଜାମ ଜିଲ୍ଲାର ବିଭିନ୍ନ ଥାନାରେ ପ୍ରାୟ ୨୫ଟି ଅପରାଧିକ ମାମଲା ରହିଛି। ଅନନ୍ତ ବିରୋଧରେ ଜାତୀୟ  ନିରାପତ୍ତା ଆଇନ ଲାଗୁ ହୋଇଥିଲା।

Tags: attackcrime
ShareTweetShareSend
Sanchar Live

Sanchar Live

Next Post
ଆଜି ମାର୍ଗଶିର ମାସର ପ୍ରଥମ ଗୁରୁବାର,  ଜାଣନ୍ତୁ ମା’ ଲକ୍ଷ୍ମୀଙ୍କ ପାଖରେ କଣ ହୁଏ ଭୋଗ

ଆଜି ମାର୍ଗଶିର ମାସର ପ୍ରଥମ ଗୁରୁବାର,  ଜାଣନ୍ତୁ ମା’ ଲକ୍ଷ୍ମୀଙ୍କ ପାଖରେ କଣ ହୁଏ ଭୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.