ବର୍ଷ ଆରମ୍ଭରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼ : ବଢିଲା ଗ୍ୟାସ ସିଲିଣ୍ଡର ଦର
ନୂଆବର୍ଷ ଆରମ୍ଭ ହୋଇଛି । ବର୍ଷ ଆରମ୍ଭରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼ । ୧୧୧ ଟଙ୍କା ବଢ଼ିଲା କମର୍ସିଆଲ LPG ସିଲିଣ୍ଡର । ନୂଆଦିଲ୍ଲୀରେ କମର୍ସିଆଲ ସିଲିଣ୍ଡର...
ନୂଆବର୍ଷ ଆରମ୍ଭ ହୋଇଛି । ବର୍ଷ ଆରମ୍ଭରୁ ଗ୍ରାହକଙ୍କୁ ମହଙ୍ଗା ମାଡ଼ । ୧୧୧ ଟଙ୍କା ବଢ଼ିଲା କମର୍ସିଆଲ LPG ସିଲିଣ୍ଡର । ନୂଆଦିଲ୍ଲୀରେ କମର୍ସିଆଲ ସିଲିଣ୍ଡର...
ମେଷ : ଆଜି ନୂଆ ବର୍ଷର ଆରମ୍ଭର ଆପଣଙ୍କ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର ହେବ । ଆପଣଙ୍କୁ ଅନେକ ଲୋକ ପ୍ରଶଂସା କରିବେ, ଆଜି ଆପଣ ଏଥିପାଇଁ ବହୁତ...
ସାବଧାନ ! ବାସି ଅଟାରେ ରୁଟି ଖାଉଥିଲେ ସାବଧାନ । ହୋଇପାରେ ଭୟଙ୍କର ରୋଗ । ପେଟ ଯନ୍ତ୍ରଣାଠାରୁ ଆରମ୍ଭ କରି କୋଷ୍ଠକାଠିନ୍ୟ ପର୍ଯ୍ୟନ୍ତ ଭଳି ରୋଗ...
*‘ବିକଶିତ ଓଡ଼ିଶା’ ସଂକଳ୍ପରେ ୨୦୨୬ ଏକ ନୂତନ ସମ୍ଭାବନାର ବର୍ଷ ହେଉ - ଧର୍ମେନ୍ଦ୍ର ପ୍ରଧାନ* • ୨୦୨୬ରେ ସକରାତ୍ମକ ଚିନ୍ତାଧାରା ସହ ନୂତନ ଆରମ୍ଭକୁ ସ୍ୱାଗତ...
ପୁରୀ ହେଲା ମହାନଗର ନିଗମ । ପୁରୀ ପୌରପାଳିକା ହେଲା ପୁରୀ ମହାନଗର ନିଗମ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଧିବଦ୍ଧ...
ପୁରୀ : ପଡ଼ିଲା ପହୁଡ, ବନ୍ଦ ହେଲା ଜଗା ଦର୍ଶନ । ଶ୍ରୀମନ୍ଦିରରେ ବନ୍ଦ ହୋଇଛି ମହାପ୍ରଭୁଙ୍କ ଦର୍ଶନ । ବଡ଼ସିଂହାର ଭୋଗ ଓ ଟୋପର ଲାଗି...
ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ସଂପୂର୍ଣ୍ଣ ସିସିଟିଭି ବଳୟରେ ଶ୍ରୀକ୍ଷେତ୍ର । ...
ବର୍ଷ ସରୁଛି, ଚର୍ଚ୍ଚା ଥମୁନି । ପୁଣି ଚର୍ଚ୍ଚାରେ ମହମ୍ମଦ ମୋକିମ୍ ଓ ଝିଅ ସୋଫିଆ ଫିର୍ଦ୍ଦୋସ । କଂଗ୍ରେସର କଟକ-ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ନୂଆବର୍ଷ...
ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୪୯ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
ନୂଆଦିଲ୍ଲୀ: ନୂଆବର୍ଷ ୨୦୨୬ ଆଗମନ ପୂର୍ବରୁ ଦେଶର ରାଜଧାନୀ ଦିଲ୍ଲୀ ଏବଂ ଏନସିଆର ଅଞ୍ଚଳରେ ପାଗର ମିଜାଜ ବିଗିଡିବାରେ ଲାଗିଛି। ବୁଧବାର ସକାଳେ ଦିଲ୍ଲୀର ବିଭିନ୍ନ ସ୍ଥାନରେ...
© 2024 Sanchar News