ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟର ନୂତନ ଛାତ୍ରଛାତ୍ରୀଙ୍କ ପାଇଁ ଓରିଏନ୍ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ
ସଂଚାର ବ୍ୟୁରୋ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ ( ଏସ୍ଏଚ୍ଏମ୍) ରେ ଗୁରୁବାର ନୂତନ ଛାତ୍ରଛାତ୍ରୀମାନଙ୍କ ଲାଗି ଓରିଏନ୍ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।...









