Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଦିଲ୍ଲୀକୁ ମିଳିଲା ନୂଆ କ୍ୟାପ୍ଟେନ; ଅକ୍ଷର ପଟେଲଙ୍କୁ ଦଳର ମୁଖିଆ

Sanchar Live by Sanchar Live
March 14, 2025
in କ୍ରୀଡ଼ା
0
ଦିଲ୍ଲୀକୁ ମିଳିଲା ନୂଆ କ୍ୟାପ୍ଟେନ; ଅକ୍ଷର ପଟେଲଙ୍କୁ ଦଳର ମୁଖିଆ

Oplus_131072

0
SHARES
9
VIEWS
FacebookTwitter

ଅପେକ୍ଷାର ଅନ୍ତ ଘଟିଲା । ଦିଲ୍ଲୀକୁ ମିଳିଗଲା ନୂଆ କ୍ୟାପ୍ଟେନ । ଆଇପିଏଲ ୨୦୨୫ ପାଇଁ ସବୁ ଟିମ୍ ନିଜର ଅଧିନାୟକ ଚୟନ କରିସାରିଥିବା ବେଳେ ଦିଲ୍ଲୀ କ୍ୟାପିଟାଲ୍ସ ଶେଷରେ ନିଜ ଅଧିନାୟକ ନାଁ ଘୋଷଣା କରିଛି । ଟିମ୍ ଇଣ୍ତିଆର ଷ୍ଟାର ଅଲରାଉଣ୍ତର ଅକ୍ଷର ପଟେଲଙ୍କୁ ଦଳର ମୁଖିଆ ଦାୟିତ୍ୱ ଦିଆଯାଇଛି । କେ ଏଲ୍ ରାହୁଲ ଅଧିନାୟକ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଅକ୍ଷରଙ୍କୁ ଫ୍ରାଞ୍ଚାଇଜ୍ ଅଧିନାୟକ ଘୋଷଣା କରିଛି ।

୨୦୧୯ରୁ ଦିଲ୍ଲୀ କ୍ୟାପିଟାଲ୍ସରୁ ଖେଳି ଆସୁଛନ୍ତି ଅକ୍ଷର ପଟେଲ । ଅକ୍ଷରଙ୍କ ପାଖରେ ଅଧିନାୟକତ୍ୱ କରିବାର ଅଭିଜ୍ଞତା ନାହିଁ । ତଥାପି ଦଳ ତାଙ୍କୁ ଅଧିନାୟକ ଭାବେ ଘୋଷଣା କରିଛି । ଏହିବର୍ଷ ଇଂଲଣ୍ତ ବିପକ୍ଷ ସିରିଜରେ ଟିମ୍ ଇଣ୍ତିଆର ଉପଅଧିନାୟକ ଦାୟିତ୍ୱ ଅକ୍ଷରଙ୍କୁ ଦିଆଯାଇଥିଲା । ୨୦୨୪-୨୫ ମୁସ୍ତାକ୍ ଅଲ୍ଲୀ ଏବଂ ବିଜୟ ହଜାରେ ଟ୍ରଫିରେ ସେ ଗୁଜରାଟ ପକ୍ଷରୁ ଅଧିନାୟକ ଭାର ସମ୍ଭାଳି ଥିଲେ । ପୂର୍ବବର୍ଷ ଆଇପିଏଲରେ ଋଷଭ ଗୋଟିଏ ମ୍ୟାଚରେ ବ୍ୟାନ ଥିବା ବେଳେ ସେ କ୍ୟାପ୍ଟେନସିପ୍ କରିଥିଲେ ।

ଅକ୍ସନ ବେଳେ ଫ୍ରାଞ୍ଚାଇଜ ଯେତେବେଳେ କେ ଏଲ୍ ରାହୁଲଙ୍କୁ ଦଳରେ ସାମିଲ କରିଥିଲା । ତାଙ୍କୁ କ୍ୟାପ୍ଟେନ ଭାର ଦିଆଯିବ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ କେ ଏଲ୍ ରାହୁଲ ଅଧିନାୟକତ୍ୱ କରିବେ ନାହିଁ ବୋଲି ଶୁଣିବାକୁ ମିଳିଛି । ସେଥିପାଇଁ ଟିମର ସିନିୟର ଖେଳାଳି ଭାବେ ଅକ୍ଷରଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଛି ।

Tags: Delhi capitalsipl
ShareTweetShareSend
Sanchar Live

Sanchar Live

Next Post
୧୯ ତାରିଖ ଯାଏ ବିଚାରବିଭାଗୀୟ ହାଜତକୁ ଗଲେ ବିଜେଡି ନେତା ରାଜା ଚକ୍ର

୧୯ ତାରିଖ ଯାଏ ବିଚାରବିଭାଗୀୟ ହାଜତକୁ ଗଲେ ବିଜେଡି ନେତା ରାଜା ଚକ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.