Monday, April 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆୟୁଷ୍ମାନ ଭାରତ ଯୋଜନା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

Sanchar Live by Sanchar Live
December 15, 2024
in ଓଡିଶା
0
ଆୟୁଷ୍ମାନ ଭାରତ ଯୋଜନା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା
0
SHARES
7
VIEWS
FacebookTwitter

ଭୁବନେଶ୍ୱର : ଆୟୁଷ୍ମାନ ଭାରତ ଯୋଜନା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ଖୁବ୍ ଶୀଘ୍ର ଲାଗୁହେବ ଆୟୁଷ୍ମାନ ଭାରତ ଯୋଜନା । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ହେବେ ସାଢେ ୩ କୋଟି ଲାଭାର୍ଥୀ। ଇନସ୍ୟୁରାନସ୍ ନୁହେଁ ଆସ୍ୟୁରାନସ ମୋଡରେ ମାଗଣା ସ୍ଵାସ୍ଥ୍ୟସେବା ପାଇବେ ହିତାଧିକାରୀ । ନୂଆକାର୍ଡର ସୁବିଧା ସାଧାରଣ ଲୋକଙ୍କ ସହ ମାଇଗ୍ରାଣ୍ଟ ୱର୍କର ମଧ୍ୟ ପାଇବେ । ପୁରୁଣା କାର୍ଡ ୯୫୭ ହସ୍ପିଟାଲ ଅନୁବନ୍ଧିତ ଥିବାବେଳେ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲ ଅନୁବନ୍ଧିତ ରହିବେ । ସରକାରୀ ହସ୍ପିଟାଲରେ ଆରମ୍ଭ ହେବ ପେସେଣ୍ଟ ଟ୍ରାକିଂ ଓ ବାୟୋ ମାଟ୍ରିକ୍ ସିଷ୍ଟମ୍ ।

ପ୍ରାଇଭେଟ୍ ହସ୍ପିଟାଲ ଭଳି ସରକାରୀ ହସ୍ପିଟାଲରେ ମଧ୍ୟ ସବୁ ପେସେଣ୍ଟଙ୍କ ଡିଟେଲ୍ ରହିବ । ପ୍ରଧାନମନ୍ତ୍ରୀ ସର୍ବ ସ୍ବାସ୍ଥ୍ୟ ଯୋଜନାରେ ଆଗାମୀ ଦୁଇ ବର୍ଷରେ ସବୁ ପଞ୍ଚାୟତରେ ଖୋଲିବ health wellness ସେଣ୍ଟର । ଯେଉଁଠି ତିନି ଜଣ ପାରା ମେଡିକାଲ ଷ୍ଟାଫ୍,ଜଣେ ଯୋଗ ତିଚର୍ ଓ Anm/Gnm ରହିବେ । ଆଗାମୀ 5 ବର୍ଷରେ ଆହୁରି ୨୪୦୦ ମେଡିକାଲ ସିଟ୍ ବୃଦ୍ଧି କରିବ ସ୍ବାସ୍ଥ୍ୟ ବିଭାଗ । ସମ୍ବଲପୁରରେ ଦ୍ଵିତୀୟ ଏମ୍ସ ହସ୍ପିଟାଲ ପ୍ରତିଷ୍ଠା ନେଇ ଯୋଜନା ଚାଲିଛି । କିଡନୀ ରୋଗୀଙ୍କ ପାଇଁ ଡାୟାଲିସିସ୍ ମେସିନ ବ୍ୟବସ୍ଥା କରାଯିବ । ଲୋକ ମାନଙ୍କୁ ସ୍ବାସ୍ଥ୍ୟସେବା କମ୍ ଦରରେ ଯୋଗାଇ ଦିଆଯିବ କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Tags: ayusman bharat yojananarendra modi
ShareTweetShareSend
Sanchar Live

Sanchar Live

Next Post
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର

IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.