Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଔଷଧର ମାନ ପରୀକ୍ଷା ପାଇଁ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡିବ ନାହିଁ: ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
October 29, 2024
in ଓଡିଶା
0
ଔଷଧର ମାନ ପରୀକ୍ଷା ପାଇଁ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡିବ ନାହିଁ: ମୁଖ୍ୟମନ୍ତ୍ରୀ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ୱର ସ୍ଥିତ ଗୋଠପାଟଣାରେ ନିର୍ମାଣ ହେବାକୁ ଥିବା ଭେଷଜ ବିଜ୍ଞାନ ପରୀକ୍ଷା କେନ୍ଦ୍ରର ଉଦଘାଟନୀ ଅବସରରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବରୁ ଔଷଧର ମାନ ପରୀକ୍ଷା ପାଇଁ ଆମକୁ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡୁଥିଲା । ହେଲେ ଏବେ ଔଷଧର ମାନ ପରୀକ୍ଷା ପାଇଁ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସେ ଆହୁରି କହିଛନ୍ତି ଯେ କେବଳ ସେତିକି ନୁହେଁ ରାଜ୍ୟରେ ଔଷଧ ବିତରଣକୁ ପ୍ରୋତ୍ସାହନ ମିଳିବ । ଗୋଠପାଟଣା ନୁହେଁ ଏହାପରେ ରାଜ୍ୟର ଅନ୍ୟ କିଛି ସ୍ଥାନରେ ଭେଷଜ ବିଜ୍ଞାନ ପରୀକ୍ଷା କେନ୍ଦ୍ର ନିର୍ମାଣ କରିବାକୁ ଯୋଜନା କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ରାଜ୍ୟରେ ଖୁବ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ବିଜୁ ସ୍ୱାସ୍ଥ୍ୟ କାର୍ଡକୁ ନେଇ ସନ୍ଦେହ ଦୂର କରି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ ରାଜ୍ୟରେ ଆୟୁଷ୍ମାନ ଯୋଜନା ସହ ଗୋପବନ୍ଧୁ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ ହେବ । ସ୍ୱାସ୍ଥ୍ୟ ବୀମା ଓ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଚଳିତ ବଜେଟରେ ଅଧିକ ବ୍ୟୟବରାଦ କରିଛନ୍ତି । ଯାହା କି ପୂର୍ବବର୍ଷ ଅପେକ୍ଷା ୩୨ ପ୍ରତିଶତ ଅଧିକ । ମୋଟ ବଜେଟରରେ ଏହା ୮ ପ୍ରତିଶତ । ପ୍ରଧାନମନ୍ତ୍ରୀଙ୍କ ଭଳି ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଉପରେ ଗୁରୁତ୍ୱପ୍ରଦାନ କରିଛନ୍ତି ।

ନବମ ଆୟୁର୍ବେଦ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ୟ ରାଜ୍ୟ ସମେତ ଓଡ଼ିଶାକୁ ୩ଟି ସ୍ୱାସ୍ଥ୍ୟ ପ୍ରକଳ୍ପ ଉପହାର ହେଇଛନ୍ତି ।ଆୟୁଷ ମନ୍ତ୍ରାଳୟ ପକ୍ଷରୁ ଖୋର୍ଦ୍ଧା ବିଞ୍ଝାଗିରିରେ ଯୋଗ ଓ ପ୍ରାକୃତିକ ଚିକିତ୍ସାର କେନ୍ଦ୍ରୀୟ ଅନୁସନ୍ଧାନ ପ୍ରତିଷ୍ଠାନ କରାଯିବ । ଏଠାରେ ନିର୍ମିତ ହେବାକୁ ଥିବା ଶହେ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ସେହିପରି ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୫୦ ଶଯ୍ୟା ବିଶିଷ୍ଟ ଗୁରୁତର ଚିକିତ୍ସା ବିଭାଗର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଅନ୍ୟପକ୍ଷରେ ଭୁବନେଶ୍ୱର ଉପକଣ୍ଠ ଗୋଠପାଟଣାରେ ପୂର୍ବ ଭାରତର ସର୍ବବୃହତ ଔଷଧ ପରୀକ୍ଷା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।

Tags: ayishman bharatodisha
ShareTweetShareSend
Sanchar Live

Sanchar Live

Next Post
ବିଜେପିରେ ମିଶିଲେ ଗଁଦିଆ ବ୍ଲକ୍‌ ଅଧ୍ୟକ୍ଷା ରୀନା ରାଣୀ ଖଟୁଆ

ବିଜେପିରେ ମିଶିଲେ ଗଁଦିଆ ବ୍ଲକ୍‌ ଅଧ୍ୟକ୍ଷା ରୀନା ରାଣୀ ଖଟୁଆ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.