Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା

Sanchar Live by Sanchar Live
April 11, 2025
in ଓଡିଶା
0
ଆଜିଠୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା
0
SHARES
18
VIEWS
FacebookTwitter

ଆଜିଠୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା ।  କଟକ ବାଲିଯାତ୍ରା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଜନାର ଶୁଭାରମ୍ଭ କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା । ଏଥିରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଯୋଗଦେଇ ଏହି ଯୋଜନାର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ମନ୍ତ୍ରିମଣ୍ଡଳର ବହୁ ସଦସ୍ୟ ଉପସ୍ଥିତ ରହିବେ ।

୩୪ତମ ରାଜ୍ୟ ଭାବେ ଓଡ଼ିଶା ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ ହେବ। ରାଜ୍ୟରେ ବର୍ତ୍ତମାନର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ସମନ୍ୱୟ ରଖି ଏବିପିଏମ୍-ଜେଏୱାଇ କାର୍ଯ୍ୟକାରୀ କରାଯିବ । ଜାନୁଆରୀ ୧୩ରେ ଦିଲ୍ଲୀରେ ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ସ୍ୱାସ୍ଥ୍ୟ ଏଜେନ୍ସି ମଧ୍ୟରେ ଏମଓୟୁ ସ୍ବାକ୍ଷର ହୋଇଥିଲା । ଏହି ଯୋଜନାରେ ହିତାଧିକାରୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ମହିଳାଙ୍କ ପାଇଁ ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ବ୍ୟବସ୍ଥା ରହିଛି। ଏଥିରେ ରାଜ୍ୟର ଏକ କୋଟିରୁ ଅଧିକ ପରିବାରର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ।

Tags: ayushmanbharatyojanaodisha
ShareTweetShareSend
Sanchar Live

Sanchar Live

Next Post
ଆଜି ‘ବିଶ୍ୱ ଛେନାପୋଡ଼ ଦିବସ’

ଆଜି ‘ବିଶ୍ୱ ଛେନାପୋଡ଼ ଦିବସ’

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.