Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଲିଠୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

Sanchar Live by Sanchar Live
January 2, 2025
in ଓଡିଶା
0
କାଲିଠୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
0
SHARES
7
VIEWS
FacebookTwitter

ରାତି ପାହିଲେ ବଦଳିଯିବ ସହରର ରୂପ। ଦ୍ୱାପର ଯୁଗକୁ ଫେରିଯିବ ବରଗଡ଼। ମୁକ୍ତାକାଶ ରଙ୍ଗମଞ୍ଚରେ ଶୁଭିବ ମହାରାଜ କଂସଙ୍କ ଅଟହାସ୍ୟ। ଗୋପପୁର ପାଲଟିଯିବ ଅମ୍ବାପାଲି, ବରଗଡ଼ ମଥୁରାନଗରୀ। ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ପାଇଁ ପ୍ରାୟ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି। ୭୭ ବର୍ଷରେ ପଦାର୍ପଣ କରୁଥିବା ଯାତ୍ରାକୁ ଆକର୍ଷଣୀୟ କରିବା ପାଇଁ ଦିନ ରାତି ଏକ କରିଦେଇଛନ୍ତି କାରିଗର। ମହାରାଜ କଂସଙ୍କ ରାଜ ଦରବାର ସମେତ ରଙ୍ଗମହଲ ଓ ବିଭିନ୍ନ ତୋରଣ ନିର୍ମାଣରେ ଲାଗି ପଡ଼ିଛନ୍ତି।

ବରଗଡ଼ ହାଟପଦା ଠାରେ କୋଲକାତାର ୨୫ ଜଣ କାରିଗର ପ୍ରସ୍ତୁତ କରୁଛନ୍ତି ମହାରାଜ କଂସଙ୍କ ଦରବାର। ସେହିପରି ସ୍ଥାନୀୟ ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ନିର୍ମାଣ ଚାଲିଛି। ଯେଉଁଠି ନୃତ୍ୟ ପ୍ରଦର୍ଶନ କରି କଂସଙ୍କ ମନୋରଂଜନ କରାଇବେ ଦେଶ ବିଦେଶର କଳାକାର। ଏହାସହ ବରଗଡ଼ର ୭ କିଲୋମିଟର ସହର ଭିତରେ ୧୪ଟି ମଂଚ ପ୍ରସ୍ତୁତ କରାଯାଉଛି। ଯେଉଁଠି କୃଷ୍ଣ ଜନ୍ମଠାରୁ କଂସ ବଦ୍ଧ ପର୍ଯ୍ୟନ୍ତ , ପ୍ରତିଟି ଦୃର୍ଶ୍ୟକୁ ଦେଖିପାରିବେ ଦର୍ଶକ।

୧୧ ଦିନର ଏହି ଯାତ୍ରାକୁ ସାରାରାଜ୍ୟରେ ପହଁଚାଇବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଏଲଇଡି ମାଧ୍ୟମରେ ଦେଖାଇବା ପାଇଁ ବ୍ୟବସ୍ଥା କରିଛନ୍ତି। ଏଥିସହ ଧନୁଯାତ୍ରା ଉପରେ ଡକ୍ୟୁମେଣ୍ଟାରୀ ତିଆରି କରିବା ପାଇଁ ଯୋଜନା ରହିଛି।

Tags: baragarhdhanujatra
ShareTweetShareSend
Sanchar Live

Sanchar Live

Next Post
ଏଥର ଦିଲ୍ଲୀ କର୍ତ୍ତବ୍ୟପଥରେ ଗଡିବନି ଓଡ଼ିଶା ପ୍ରଜ୍ଞାପନ ମେଢ଼

ଏଥର ଦିଲ୍ଲୀ କର୍ତ୍ତବ୍ୟପଥରେ ଗଡିବନି ଓଡ଼ିଶା ପ୍ରଜ୍ଞାପନ ମେଢ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.