Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାଟିରେ ମିଶିଲା ବୈକୁଣ୍ଠ ଆଶ୍ରମ

Sanchar Live by Sanchar Live
January 17, 2025
in ଓଡିଶା
0
ମାଟିରେ ମିଶିଲା ବୈକୁଣ୍ଠ ଆଶ୍ରମ
0
SHARES
6
VIEWS
FacebookTwitter

ଭୁବନେଶ୍ୱର: ଶେଷରେ ଧରାଶାୟୀ ହୋଇଛି ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ବୈକୁଣ୍ଠ ଧାମ ଆଶ୍ରମ । ମାଟିରେ ମିଶୁଛି ଆଶ୍ରମ । ବିଡିଏ ପକ୍ଷରୁ ନିର୍ଦ୍ଧାରିତ ସମୟ ଶୁକ୍ରବାର ମଧ୍ୟାହ୍ନ 12ଟା ସମୟରେ ଆଶ୍ରମରେ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ସମସ୍ତ ଅନ୍ତେବାସୀ ଆଶ୍ରମ ଖାଲି କରିବା ପରେ ବୁଲଡୋଜର୍ ଆକ୍ସନ୍ସ ଆରମ୍ଭ ହୋଇଛି । ଉଚ୍ଛେଦ ପ୍ରକ୍ରିୟାର ଭିଡ଼ିଓ ଗ୍ରାଫି କରାଯାଉଛି । ଦୁଇଟି ଜେସିବି ମେସିନକୁ କାମରେ ଲଗାଯାଇଛି । ଏହା ସହିତ କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ଗୋଟିଏ ପ୍ଲାର୍ଟୁନ୍ ପୋଲିସ ଫୋର୍ସ ଏବଂ 10ଟି ସ୍କ୍ୱାର୍ଡ ମୁତୟନ କରାଯାଇଛି । ଉଚ୍ଛେଦ ପ୍ରକ୍ରିୟା ସରିବା ପରେ ବିଡିଏ ପକ୍ଷରୁ ତାର ବାଡ଼ କରାଯିବ ବୋଲି କହିଛନ୍ତି ବିଡିଏ ଅଧିକାରୀ ।

ଏଠାରେ ଉଲ୍ଲେଖ ଯୋଗ୍ୟ, ୨୦୨୪ ନଭେମ୍ବର ୧୮ ତାରିଖରେ ସାଧାରଣ ପ୍ରଶାସନ, ବିଡ଼ିଏ ଓ ଭୁବନେଶ୍ୱର ତହସିଲର ମିଳିତ ଟିମ୍‌ ବୈକୁଣ୍ଠଧାମ ଆଶ୍ରମରେ ମାପଚୁପ କରିଥିଲା । ଖଣ୍ଡଗିରିରେ ୧୪୦ ଡିସିମିଲ୍ ସରକାରୀ ଜମିରେ ବୈକୁଣ୍ଠଧାମ ଆଶ୍ରମ ନିର୍ମାଣ ହୋଇଛି । ଯାହାକୁ ଉଚ୍ଛେଦ କରିବାକୁ ବିଡିଏ ନିଷ୍ପତ୍ତି ନେଇଥିଲା । କିନ୍ତୁ ଆଶ୍ରମ କର୍ତ୍ତୃପକ୍ଷ ହାଇକୋର୍ଟରେ ପାଠ ଦାଖଲ କରି କହିଥିଲେ ଯେ ଏହା ଏକ ଯୋଗ ଶିକ୍ଷାକେନ୍ଦ୍ର । ଏହା ସହିତ ସ୍କୁଲ ଓ ଗଣଶିକ୍ଷା  ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଲେଖାଯାଇଥିବା ଚିଠି ସତ୍ୟପାଠରେ ଦିଆଯାଇଥିଲା । ସେଥିପାଇଁ କୋର୍ଟ ଏହା ଉପରେ ରହିତାଦେଶ ଲାଗୁ କରିଥିଲେ ।  ମାତ୍ର ପରବର୍ତ୍ତୀ ସମୟରେ ଏହା ମିଥ୍ୟା ସତ୍ୟପାଠ ବୋଲି ହାଇକୋର୍ଟ ଅବଗତ ହେବା ପରେ ଆଶ୍ରମ ଉଚ୍ଛେଦ ପାଇଁ ଅନୁମତି ପ୍ରଦାନ କରିଛନ୍ତି ।

ବୈକୁଣ୍ଠ ଧାମର ଆତ୍ମଘୋଷିତ ବାବା କାଶୀନାଥ ମିଶ୍ର ନିଜ ପୁଅ ସତ୍ୟ ଅନନ୍ତ ମାଧବକୁ କଳକୀ ଅବତାର ବୋଲି କହୁଥିଲେ । ଏଠାକୁ ପ୍ରତିଦିନ ଭକ୍ତଙ୍କ ଆଗମନ ହେଉଥିଲା । ପ୍ରବଚନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲା । ଯାହାର ଭିଡିଓ ଭାଇରାଲ୍ ହୋଇଥିଲା । ଭିଡିଓରେ ପୁଅର ପାଦ ତଳେ ତୁଳସୀ ରଖାଯିବାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା । ଏହା ପରେ ବାବା କାଶୀନାଥ ଏବଂ ତାଙ୍କ ପୁଅ ଚମ୍ପଟ ମାରିଥିଲେ । ଆଶ୍ରମରୁ ଦାମୀ ବାଇକ୍ ଏବଂ ଚାରି ଚକିଆ ଗାଡ଼ି ମିଳିଥିଲା ।

Tags: baikunthadhambhubaneswar
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତାକାଲି ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.