Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ପୁନିଆଙ୍କୁ ୪ ବର୍ଷ ପାଇଁ ସସପେଣ୍ଡ କଲା ଜାତୀୟ ଡୋପିଂ ନିରୋଧକ ଏଜେନ୍ସି

Sanchar Live by Sanchar Live
November 27, 2024
in କ୍ରୀଡ଼ା
0
ପୁନିଆଙ୍କୁ ୪ ବର୍ଷ ପାଇଁ ସସପେଣ୍ଡ କଲା ଜାତୀୟ ଡୋପିଂ ନିରୋଧକ ଏଜେନ୍ସି

Oplus_131072

0
SHARES
5
VIEWS
FacebookTwitter

ନୂଆଦିଲ୍ଲୀ : ରେସଲର ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟକା । ପୁନିଆଙ୍କୁ ୪ ବର୍ଷ ପାଇଁ ସସପେଣ୍ଡ କଲା ଜାତୀୟ ଡୋପିଂ ନିରୋଧକ ଏଜେନ୍ସି (ନାଡା) । ଆଣ୍ଟି ଡୋପିଂ କୋଡ୍ ର ଉଲ୍ଲଙ୍ଘନ କରିଥିବା ଯୋଗୁ ନାଡା ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏହି ଅବଧି ସମୟରେ ସେ ବିଦେଶରେ ମଧ୍ୟ ଟ୍ରେନିଂ ନେଇପାରିବେ ନାହିଁ ।

ଜାତୀୟ ସ୍ତରରେ ରେସଲର ଚୟନ ବେଳେ ଡୋପିଂ ଟେଷ୍ଟକୁ ମନା କରିଥିଲେ ପୁନିଆ । ଗତ ମାର୍ଚ୍ଚ ୧୦ରେ ହୋଇଥିଲା ଚୟନ ପ୍ରକ୍ରିୟା । ସେତେବେଳେ ସେ ଡୋପିଂ ଟେଷ୍ଟକୁ ମନା କରିଥିଲେ । ଏଥିପାଇଁ ତାଙ୍କୁ ନାଡା ୪ ବର୍ଷ ପାଇଁ ସସ୍‌ପେଣ୍ଡ କରିଛି । ନିର୍ବାଚନ ପୂର୍ବରୁ ପୁନିଆ କଂଗ୍ରେସରେ ସାମିଲ ହୋଇଥିଲେ ।  ନାଡା କାର୍ଯ୍ୟାନୁଷ୍ଠାନ ଯୋଗୁ ବିଦେଶରେ ବି ଟ୍ରେନିଂ ନେଇପାରିବେନି ପୁନିଆ । ଗତ ଏପ୍ରିଲ ୨୩ରେ ଡୋପ ଟେଷ୍ଟ ଦେବାକୁ ବିଫଳ ହେବା ପରେ ପ୍ରଥମ ଥର ଲାଗି ପ୍ରାରମ୍ଭିକ ଭାବେ ତାଙ୍କୁ ସସପେଣ୍ଡ କରାଯାଇଥିଲା । ଯାହା ପରେ UWW ମଧ୍ୟ ତାଙ୍କୁ ନିଲମ୍ବିତ କରିଥିଲେ । ଏହା ପରେ ବଜରଙ୍ଗ ନିଲମ୍ବନ ବିରୋଧରେ ଆବେଦନ କରିଥିଲେ । ତେବେ NADA ର ଅନୁଶାସନାତ୍ମକ ଡୋପିଂ ପ୍ୟାନେଲ୍ (ADDP) ଏହାକୁ ମେ’ ୩୧ରେ ବାତିଲ କରିଦେଇଥିଲା । ତା’ପରେ ନାଡା ୨୩ ଜୁନ୍‌ରେ ବଜରଙ୍ଗଙ୍କୁ ନୋଟିସ୍ ଜାରି କରିଥିଲା ।

ସୂଚନାଯୋଗ୍ୟ,  ୨୦୧୮ ଏସିଆନ୍ ଗେମ୍ସ, ୨୦୧୮ ଓ ୨୦୨୨ କମନୱେଲଥରେ ସ୍ବର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଥିଲେ ରେସଲର୍‌ ବଜରଙ୍ଗ ପୁନିଆ । ସେହିପରି ଟୋକିଓ ଅଲିମ୍ପିକ୍ସ ଗେମ୍ସରେ ସେ ଭାରତ ପାଇଁ ବ୍ରୋଞ୍ଜ ପଦକ ଜିତିଥିଲେ । ଗତ ନିର୍ବାଚନ ପୂର୍ବରୁ ରେସନଲର ଭିନେଶ ଫୋଗାଟ୍‌ଙ୍କ ସହ ବଜରଙ୍ଗ କଂଗ୍ରେସରେ ସାମିଲ ହୋଇଥିଲେ ।

Tags: bajaranga puniaresling
ShareTweetShareSend
Sanchar Live

Sanchar Live

Next Post
କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ

କାର୍ଯ୍ୟରେ ଯୋଗଦେଲେ ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.