Saturday, August 2, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବଳଙ୍ଗା ପୀଡ଼ିତା

Sanchar Live by Sanchar Live
August 2, 2025
in ଓଡିଶା
0
ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବଳଙ୍ଗା ପୀଡ଼ିତା
0
SHARES
177
VIEWS
FacebookTwitter

ସଂଚାର ବ୍ୟୁରୋ: ଆଖିବୁଜିଲେ ବଳଙ୍ଗା ପୀଡ଼ିତା । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ । ଭୁବନେଶ୍ୱରରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାର ଲିଫ୍ଟ । ଜୁଲାଇ ୧୯ରେ ପୀଡ଼ିତାଙ୍କୁ ଜାଳିଥିଲେ ଦୁର୍ବୃତ୍ତ । ଘଟଣାରେ ତଦନ୍ତ ଜାରି ରହିଥିଲା । ବାରମ୍ୱାର ପୁଲିସ ବଳଙ୍ଗାରୁ ଦିଲ୍ଲୀ ଯାଏଁ ଛାନଭିନ କରିଥିଲେ । ଦିଲ୍ଲୀ ଯାଇ ପୁଲିସର ବୟାନ ମଧ୍ୟ ରେକର୍ଡ କରାଯାଇଥିଲା । ହେଲେ ଏଯାଏଁ ଅଭିଯୁକ୍ତଙ୍କ ଟେର୍ ପାଉନି ପୁଲିସ । ପୀଡ଼ିତା ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିଥିଲେ । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାବେଳେ ୩ଥର ଅସ୍ତ୍ରୋପଚାର ହୋଇଥିଲା ।

ସୂଚନାମୁତାବକ, ଜୁଲାଇ ୧୯ ତାରିଖ ଦିନ ପୀଡ଼ିତା ସକାଳୁ ସାଙ୍ଗ ଘରକୁ ଯାଉଥିଲେ ।  ବାଟରେ ନାବାଳିକାକୁ ଉଠାଇନେଇଥିଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଯାଇଥିଲେ । ପେଟ୍ରୋଲ ଢାଳି ନିଆଁ ଲଗାଇ ଜାଳିଦେଇଥିଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ । ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା ।

Tags: balanga case
ShareTweetShareSend
Sanchar Live

Sanchar Live

Next Post
ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ

ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆପଣଙ୍କୁ ଠିକସେ ଦେଖା ଯାଉନି କି ? ଆପଣାନ୍ତୁ ଘରୋଇ ଉପଚାର
  • ଆଖି ବୁଜିଲେ ବଳଙ୍ଗା ପୀଡ଼ିତା, ଦୁଃଖ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ
  • ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ବଳଙ୍ଗା ପୀଡ଼ିତା
  • ବ୍ରହ୍ମପୁର ପୋଲିସର ଏନକାଉଣ୍ଟର
  • ସତରେ କଣ ଭୋଟର ଲିଷ୍ଟରେ ନାହିଁକି ତେଜସ୍ବୀଙ୍କ ନାମ ? କାହିଁକି କହିଲେ ଏମିତି…

Recent Comments

No comments to show.

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.