Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

Sanchar Live by Sanchar Live
November 7, 2026
in ଓଡିଶା
0
0
SHARES
1
VIEWS
Facebook
Twitter

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗଧ, ବାଲିଚନ୍ଦ୍ରପୁର ଥାନା ଅଧୀନ ନଳୀପୁର ପଞ୍ଚାୟତ ସେକ ମହଲାରେ ରହୁଥିବା ସେକ ନିଜାମ ଉଦ୍ଦିନଙ୍କ ଘରେ ଭୟାବହ ଅଗ୍ନିକାଣ୍ଡ ଘଟି ୪ବଖରା ଘର ଜଳି ପୋଡ଼ି ପାଉଁଶ ହୋଇ ଯାଇଥିବା ବେଳେ ୪ ଜଣ ଙ୍କର ମୃତ୍ୟୁ ହୋଇଛି। ମୃତକ ମନେ ହେଲେ ଗୁଲାପସା ବିବି, ତବାସୁମ୍ ବିବି। ଉଭୟ ମୃତକ ନଣନ୍ଦ ଭାଉଜ। ଏହାସହ ଦୁଇ ଶିଶୁଙ୍କ ମଧ୍ୟ ମୃତ୍ୟୁ ହୋଇଛି।

ସେପଟେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିବାବେଳେ ବାଲିଚନ୍ଦ୍ରପୁର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି।

Related posts

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026
ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

November 7, 2026
Tags: Balichandrapurdeathfire

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି
  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.