Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗୋଟିଏ ଦିନ ବଢ଼ିଲା କଟକର ଐତିହାସିକ ବାଲିଯାତ୍ରା

Sanchar Live by Sanchar Live
November 20, 2024
in ଓଡିଶା
0
ଗୋଟିଏ ଦିନ ବଢ଼ିଲା କଟକର ଐତିହାସିକ ବାଲିଯାତ୍ରା

Oplus_131072

0
SHARES
33
VIEWS
FacebookTwitter

କଟକ : ଗୋଟିଏ ଦିନ ବଢ଼ିଲା କଟକର ଐତିହାସିକ ବାଲିଯାତ୍ରା ।  ଏଥର ଆଠ ଦିନ ନୁହେଁ ନଅ ଦିନ ହେବ ବାଲିଯାତ୍ରା ।  ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସବ ନବମ ଦିବସରେ ଉଦ୍‌ଯାପନ ହେବ ।  ଅର୍ଥାତ ନଭେମ୍ବର ୨୨ ବଦଳରେ ୨୩ ରେ ସରିବ ବାଲିଯାତ୍ରା ।  ଗୋଟିଏ ଦିନ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ପାଇଁ ବନ୍ଦ ରଖା ଯାଇଥିଲା ।  ଏହା ସହ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ ବାଲିଯାତ୍ରା ଅବଧିକୁ ଆଉ ଗୋଟିଏ ଦିନ ବୃଦ୍ଧି କରିଛନ୍ତି ।

ଚଳିତ ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାରୁ ବାଲିଯାତ୍ରା ଆରମ୍ଭ ହୋଇଥିଲା ।  ଗତକାଲି ବାଲିଯାତ୍ରାର ପଞ୍ଚମ ଦିନରେ ଦେଖିବାକୁ ମିଳିଛି ଖଚାଖଚ ଭିଡ଼ । ବଲିଉଡର ପ୍ପସିଦ୍ଧ କଣ୍ଠଶିଳ୍ପୀ ସୋନୁ ନିଗମ ଥିଲେ ସାଂସ୍କୃତିକ ମଞ୍ଚର ମୁଖ୍ୟ ଆକର୍ଷଣ । ତାଙ୍କ ଗୀତରେ ଝୁମିଥିଲେ ଦର୍ଶକ । ମେଳାରେ ବେଶ ଜମୁଛି କିଣାବିକା । ଲୋକମାନେ ମେଳା ବୁଲିବା ବିଭିନ୍ନ ଷ୍ଟଲ ବୁଲି ଜିନିଷ କିଣୁଛନ୍ତି । ଖାଇବା ଜିନିଷ ସହ ଦୋଳିର ବେଶ ମଜା ନେଉଛନ୍ତି ।

Tags: balijatracuttack
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.