Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରଥଯାତ୍ରା ଏବଂ ବାଲି ଯାତ୍ରାକୁ ଜାତୀୟ ଅମୃତ ସାଂସ୍କୃତିକ ଐତିହ୍ୟ ତାଲିକା ରେ ତାଲିକାଭୁକ୍ତ

Sanchar Live by Sanchar Live
March 31, 2025
in ଓଡିଶା
0
ରଥଯାତ୍ରା ଏବଂ ବାଲି ଯାତ୍ରାକୁ ଜାତୀୟ ଅମୃତ ସାଂସ୍କୃତିକ ଐତିହ୍ୟ ତାଲିକା ରେ ତାଲିକାଭୁକ୍ତ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ରଥଯାତ୍ରା ଏବଂ ବାଲି ଯାତ୍ରାକୁ ଜାତୀୟ ଅମୃତ ସାଂସ୍କୃତିକ ଐତିହ୍ୟ ତାଲିକା ରେ ତାଲିକାଭୁକ୍ତ । ମହାପ୍ରଭୁଙ୍କ ରଥଯାତ୍ରାକୁ ଯୁନେସ୍କୋ ଦ୍ବାରା ବୈଶ୍ବିକ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ନେଇ ପ୍ରଥମ ସୋପାନ ସଫଳତାର ସହ ଅତିକ୍ରମ ହୋଇଛି । UNESCO ମାନ୍ୟତା ସକାଶେ ପ୍ରଥମେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧିନସ୍ଥ ସଙ୍ଗୀତ ନାଟକ ଅକାଡେମୀର ଜାତୀୟ ଐତିହ୍ଯ ତାଲିକାଭୁକ୍ତ ହେବାକୁ ପଡୁଥିବା ବେଳେ ଆଜି ବିଧିବଦ୍ଧ ଭାବେ ଏହି ତାଲିକାଭୁକ୍ତ ହୋଇଛି ରଥଯାତ୍ରା । ଆବେଦନ ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଠିକଣା ସମୟରେ ନାମାଙ୍କନ ଦାଖଲ ହୋଇଥିଲା । ଗଜପତି ମହାରାଜାଙ୍କ ମାର୍ଗଦର୍ଶନ ତଥା ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ ଅନୁସାରେ, ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକଙ୍କ ନେତୃତ୍ବରେ କମ୍ ଅବଧି ମଧ୍ଯରେ ସମସ୍ତ ପ୍ରସ୍ତୁତି ହୋଇଥିବା ବେଳେ ମହାପ୍ରଭୁଙ୍କ ସେବକମାନେ ମଧ୍ଯ ଏଥିପାଇଁ ସହଯୋଗ କରିଥିଲେ । ଏଥିପାଇଁ ସମସ୍ତ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ, ସେବକଙ୍କ ସହ ସହଯୋଗର ହାତ ବଢ଼ାଇଥିବା ବ୍ଯକ୍ତି ତଥା ଅନୁଷ୍ଠାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ । ତେବେ ଏପରି ମାନ୍ୟତାକୁ ସହଜରେ ଗ୍ରହଣ କରିପାରୁ ନାହନ୍ତି ସଂସ୍କୃତି ଗବେଷକ ।

ShareTweetShareSend
Sanchar Live

Sanchar Live

Next Post
ବର୍ଷକରେ ୨୫.୩୭ କୋଟି ରାଜସ୍ବ ଆଦାୟ କଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ବର୍ଷକରେ ୨୫.୩୭ କୋଟି ରାଜସ୍ବ ଆଦାୟ କଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.