Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାଲିଯାତ୍ରାରେ ଦର୍ଶକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ ଓଡ଼ିଆ ଚଳଚ୍ଚିତ୍ର

Sanchar Live by Sanchar Live
November 1, 2024
in ଓଡିଶା
0
ବାଲିଯାତ୍ରାରେ ଦର୍ଶକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ ଓଡ଼ିଆ ଚଳଚ୍ଚିତ୍ର
0
SHARES
67
VIEWS
FacebookTwitter

କଟକ : ଚଳିତବର୍ଷ ଐତିହାସିକ ବାଲିଯାତ୍ରାରେ ଦର୍ଶକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ ଓଡ଼ିଆ ଚଳଚ୍ଚିତ୍ର । ଓଡ଼ିଆ ସିନେମାକୁ ନେଇ ପ୍ରସ୍ତୁତ କରାଯିବ ଥିମ୍ । ବାଲିଯାତ୍ରା ତଳ ପଡ଼ିଆରେ ଥିବା କଟକ-ଇନ୍-କଟକ ପ୍ୟାଭିଲନ୍ ଠାରେ ଜିଲ୍ଲା ପ୍ରଶାସନ ଦ୍ବାରା ଏହି ଥିମ୍ କୁ ପ୍ରଦର୍ଶିତ କରାଯିବ । ଯାହାଦ୍ୱାରା ଓଡ଼ିଆ ଫିଲ୍ମର ଗୁଣାତ୍ମକ ବୈଶିଷ୍ଟ୍ୟକୁ ଲୋକଲୋଚନକୁ ଆଣିହେବ ।

ଜିଲ୍ଲା ପ୍ରଶାସନର ଏହି ପଦକ୍ଷେପକୁ ବରିଷ୍ଠ ଅଭିନେତା ତଥା ସିନେ ପ୍ରଯୋଜକମାନେ ବେଶ୍ ସ୍ୱାଗତ କରିଛନ୍ତି । କାହିଁକି ନା ବାଲିଯାତ୍ରା ହେଉଛି ଓଡ଼ିଶାର ଗର୍ବ ଓ ଗୌରବ । ପୁରୁଣା ପରମ୍ପରା ସଂସ୍କୃତିକୁ ବଜାୟ ରଖିବା ପାଇଁ ଏକ ମାଧ୍ୟମ ।

Tags: balijatraodia film
ShareTweetShareSend
Sanchar Live

Sanchar Live

Next Post
ସମ୍ ହସ୍ପିଟାଲରେ ପେଡିଆଟ୍ରିକ୍ ର‌୍ୟୁମାଟୋଲୋଜିକୁ ନେଇ ଜାତୀୟ ସମ୍ମିଳନୀ ଆୟୋଜିତ

ସମ୍ ହସ୍ପିଟାଲରେ ପେଡିଆଟ୍ରିକ୍ ର‌୍ୟୁମାଟୋଲୋଜିକୁ ନେଇ ଜାତୀୟ ସମ୍ମିଳନୀ ଆୟୋଜିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.