Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପ୍ରବଳ ବର୍ଷାରେ ବେହାଲ ବେଙ୍ଗାଲୁରୁ

Sanchar Live by Sanchar Live
October 6, 2024
in ଭାରତ
0
ପ୍ରବଳ ବର୍ଷାରେ ବେହାଲ ବେଙ୍ଗାଲୁରୁ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ପ୍ରବଳ ବର୍ଷାରେ ବେହାଲ ବେଙ୍ଗାଳୁରୁ । ଲଗାଣ ବର୍ଷା ହେବା ଫଳରେ ବେଙ୍ଗାଳୁରୁ ସହରର ବିଭିନ୍ନ ଅଞ୍ଚଳରେ ଜଳାର୍ଣ୍ଣବ ସ୍ଥିତି ଦେଖାଦେଇଛି । ଘର ସମେତ ରାଜରାସ୍ତାରେ ଚାଲୁଛି ଅଣ୍ଠୁଏ ଉଚ୍ଚର ପାଣି । ଘର ଭିତରେ ପାଣି ଚାଲୁଥିବାରୁ ଲୋକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏଭଳି କି ବିଳାସପୂର୍ଣ୍ଣ ବଡ ବଡ ଆପାର୍ଟମେଣ୍ଟରେ ମଧ୍ୟ ଲୋକମାନେ ନାହିଁନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଆପାର୍ଟମେଣ୍ଟ ତଳେ ପାଣି ଜମି ଥିବାରୁ ଲୋକମାନେ ଘରୁ ବାହାରିପାରୁନାହାନ୍ତି । ଗତକାଲି ରାତି ଠାରୁ ବିଦ୍ୟୁତ ସରବାରହ ବନ୍ଦ ଥିବାରୁ ଲୋକମାନେ ନାହିଁନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେହିପରି ରାଜରାସ୍ତାରେ ପାଣି ଜମି ଜଳବନ୍ଦୀ ପରିସ୍ଥିତି ଉପୁଜିଛି । ଜଳବନ୍ଦୀ ପରିସ୍ଥିତି ଯୋଗୁଁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ଜଳର୍ଣ୍ଣବ ସ୍ଥିତି ଯୋଗୁଁ ଦୁର୍ଘଟଣା ଆଶଙ୍କା ଥିବାରୁ ସହରରେ ଏନଡିଆରଏଫ ଟିମ ନିୟୋଜିତ ହୋଇଛନ୍ତି ।

Tags: bangalorerain
ShareTweetShareSend
Sanchar Live

Sanchar Live

Next Post
ଯୁଦ୍ଧ ବନ୍ଦ କରିବାକୁ ଇସ୍ରାଏଲ ଉପରେ ଚାପ

ଯୁଦ୍ଧ ବନ୍ଦ କରିବାକୁ ଇସ୍ରାଏଲ ଉପରେ ଚାପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଦୁର୍ଗାପୂଜା ପାଇଁ ରାଜଧାନୀରେ ବଢ଼ୁଛି ଭିଡ଼, ବଢ଼ିଲାଣି ଟ୍ରାଫିକ୍ ଚିନ୍ତା
  • ଆଜି ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା
  • ଆଜି ପୀଠରେ ମହାନବମୀ, ମଣ୍ଡପରେ ମହାଷ୍ଟମୀ
  • ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର
  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.