କଟକ : ବାରବାଟୀରେ ଫ୍ଲଡ ଲାଇଟ୍ ଖରାପ ଯୋଗୁଁ ମ୍ୟାଚ୍ ବନ୍ଦ । ଆଜି ଭାରତ-ଇଂଲଣ୍ଡ ଦ୍ବିତୀୟ ଦିନିକିଆମ୍ୟାଚ୍ ଚାଲିଥିବା ବେଳେ ବାରମ୍ବାର ବନ୍ଦ ହୋଇଯାଇଥିଲା ଫ୍ଲଡ ଲାଇଟ୍ । ଫଳରେ ଅଧାରୁ ଅଟକିରହିଛି ମ୍ୟାଚ୍ । ଭାରତରର ବ୍ୟାଟିଂ ଜାରି ରହିଥିବା ବେଳେ ଫ୍ଲଡ ଲାଇଟ୍ ବନ୍ଦ ଯୋଗୁଁ ଦର୍ଶକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ରୋହିତ ଶର୍ମା ଓ ଶୁଭମନ ଗିଲ ବ୍ୟାଟିଂ କରୁଥିବା ବେଳେ ଭଲ ବ୍ୟାଟିଂ ପ୍ରଦର୍ଶନ ମଧ୍ୟ ଜାରି ରହିଥିଲା ।