Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ, କମିଲା ଟିକେଟ ଦର

Sanchar Live by Sanchar Live
November 19, 2024
in କ୍ରୀଡ଼ା
0
ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚ, କମିଲା ଟିକେଟ ଦର

Oplus_131072

0
SHARES
12
VIEWS
FacebookTwitter

କଟକ : ଫେବୃଆରୀ ୯ରେ  ଭାରତ-ଇଂଲଣ୍ଡ ମ୍ୟାଚ୍‌ ପାଇଁ କମିଲା ବାରବାଟୀରେ  ଟିକେଟ ଦର। ପୂର୍ବରୁ ଓସିଏ ପକ୍ଷରୁ ଧାର୍ଯ୍ୟ କରଯାଇଥିବା ଟିକେଟ ମୂଲ୍ୟରେ ଆସିଛି ବଡ଼ ଧରଣର ପରିବର୍ତ୍ତନ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ  ମ୍ୟାଚ ପାଇ କ୍ରୀଡା ବିଭାଗର ବସିଥିବା ପ୍ରସ୍ତୁତି ବୈଠକରେ ଟିକେଟ ଦର କମିବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଓସିଏ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ  ସୂଚନା ଦିଆଯାଇଛି।

ଗ୍ୟାଲେରୀ ୧ ଓ ୩ ପାଇଁ  ଟିକେଟର ମୂଲ୍ୟ ୧୨୦୦ ବଦଳରେ ୧୧୦୦ ଟଙ୍କା କରାଯାଇଛି। ଗ୍ୟାଲେରୀ ୨ଓ ୪ ପାଇଁ  ୧୦୦୦ ବଦଳରେ ୯୦୦,  ଗ୍ୟାଲେରୀ ନମ୍ବର ୫ପାଇଁ  ୧୫୦୦ ସ୍ଥାନରେ ୧୨୦୦। ୭ ନମ୍ବର ଗ୍ୟାଲେରୀ ପାଇଁ ୮୦୦ ପରିବର୍ତେ୍ତ ୭୦୦ ଓ ସ୍ପେଶାଲ ଏନକ୍ଲୋଜର ୭୦୦୦ ସ୍ଥାନରେ ୬୦୦୦ ରଖାଯାଇଛି । ସେହିପରି  ଏସି ଗ୍ୟାଲେରୀ ବକ୍ସ ୯୦୦୦ ବଦଳରେ ୮୦୦୦ ସ୍ଥିର କରିଛି ଓଡିଶା କ୍ରିକେଟ ସଂଘ  । ପୂର୍ବ ଭଳି ନ୍ୟୁ ପ୍ୟାଭିଲୟନ ଓ କର୍ପୋରେଟ ବକ୍ସ ଦର  ୧୦,୦୦୦ ଓ ୨୦, ୦୦୦ ରହିବ ବୋଲି ପ୍ରେସ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଭୁବନେଶ୍ୱରରେ ବସିଥିବା ଏହି ବୈଠକ ରେ କ୍ରୀଡା ମନ୍ତ୍ରୀ ସୁର୍ଯ୍ୟବଂଶୀ ସୁରଜଙ୍କ ସମସ୍ତ ବିଭାଗୀୟ ଅଧିକାରୀ ସମେତ ଓସିଏ ସମ୍ପାଦକ ସଞ୍ଜୟ ବେହେରା ଓ ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ।

Tags: barabatienglandindia
ShareTweetShareSend
Sanchar Live

Sanchar Live

Next Post
ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା ୨୦୨୫ ପାଇଁ ସିଙ୍ଗାପୁରରେ ମେଗା ରୋଡ ସୋ

ଉତ୍କର୍ଷ ଓଡିଶା- ମେକ ଇନ ଓଡ଼ିଶା ୨୦୨୫ ପାଇଁ ସିଙ୍ଗାପୁରରେ ମେଗା ରୋଡ ସୋ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.