Wednesday, August 26, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ୱରରେ ଆରମ୍ଭ ହେଲା କୁକୁର ବନ୍ଧ୍ୟାକରଣ

Sanchar Live by Sanchar Live
May 16, 2025
in ଓଡିଶା
0
ଭୁବନେଶ୍ୱରରେ ଆରମ୍ଭ ହେଲା କୁକୁର ବନ୍ଧ୍ୟାକରଣ
0
SHARES
13
VIEWS
FacebookTwitter

ରାଜଧାନୀରେ ଆରମ୍ଭ ହେଲା ବହୁ ପ୍ରତୀକ୍ଷିତ କୁକୁର ବନ୍ଧ୍ୟାକରଣ । ଏହି କ୍ରମରେ ବିଏମ୍‌ସି କାର୍ଯ୍ୟାଳୟରେ ବଏମ୍‌ସି ମେୟର କୁକୁର ଉଦ୍ଧାର ଗାଡ଼ିର ଶୁଭାରମ୍ଭ କରିଛନ୍ତି । ପ୍ରାଥମିକ ପର୍ଯ୍ୟାୟରେ  ମହାନଗର ନିଗମ ଅଞ୍ଚଳରେ ୨ଟି ଗାଡ଼ି ବୁଲିବ । ଏବେ ଭୁବନେଶ୍ବରରେ ୭୦ ହଜାରରୁ ଅଧିକ ବୁଲା କୁକୁର ରହିଛନ୍ତି । ପ୍ରତି ମାସରେ ପ୍ରାୟ ୨ ହଜାର ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରିବା ପାଇଁ ବ୍ୟବସ୍ଥା କରିଛି ବିଏମ୍‌ସି । ସେମାନଙ୍କୁ ବନ୍ଧ୍ୟାକରଣ କରିବା ପାଇଁ ହାଇଦ୍ରାବାଦ ସ୍ଥିତ ଭେଟ୍ସ ସୋସାଇଟ୍ ଫର୍‌ ଆନିମଲ ଓ୍ୱେଲଫେୟାର ଆଣ୍ଡ ରୁରାଲ ଡେଭଲପମେଣ୍ଟ ସାହାଯ୍ୟ ନିଆଯାଇଛି ।  ଆସନ୍ତା ୩ ବର୍ଷ ପାଇଁ ଏହି ବନ୍ଧ୍ୟାକରଣ ପ୍ରକ୍ରିୟା ଜାରି ରହିବ । ବନ୍ଧ୍ୟାକରଣ ଦ୍ୱାରା ସହରରେ ବୁଲା କୁକୁରଙ୍କର ସଂଖ୍ୟା ବୃଦ୍ଧିକୁ ରୋକିବାକୁ ଲକ୍ଷ୍ୟ ରହିଛି ।  ବନ୍ଧ୍ୟାକରଣ ସହ କୁକୁର ଗଣନା କରିବ ଭୁବନେଶ୍ୱର ମହାନଗର ନିଗମ ।  ସମୁଦାୟ ୬୭ଟି ଓ୍ୱାର୍ଡରେ ପୂର୍ବପରି ବୁଲା କୁକୁର ଗଣନା କାର୍ଯ୍ୟ କରାଯିବାର ଯୋଜନା ରହିଛି । ଏହି କାର୍ଯ୍ୟରେ ବିଏମସିର ସ୍ୱଚ୍ଛ ସାଥୀମାନେ ମଧ୍ୟ ସହାୟତା କରିବେ । ଏହି କାର୍ଯ୍ୟକୁ ବିଏମ୍‌ସିର ଭେଟେନାରି ଡାକ୍ତରମାନେ ତଦାରଖ କରିବେ ।

Tags: bhubaneswarbmcdog
ShareTweetShareSend
Sanchar Live

Sanchar Live

Next Post
ବଢିବ ପ୍ରତିରକ୍ଷା ବଜେଟ୍

ବଢିବ ପ୍ରତିରକ୍ଷା ବଜେଟ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧିକ ସମୟ ମୋବାଇଲ ବ୍ୟବହାର କରୁଥିଲେ ଜାଣିରଖ
  • ଆଜି ଏହି ରାଶିର ବ୍ୟକ୍ତି ଗାଡି ଚଳାଇବାବେଳେ ରୁହନ୍ତୁ ସତର୍କ
  • ଆସନ୍ତା ସେପ୍ଟେମ୍ବର ୨୨ତାରିଖରୁ ବିଧାନସଭା ଅଧିବେଶନ
  • ପୁଣି ମହାନଦୀରେ ଆସିବାରେ ବଡ଼ ବନ୍ୟା
  • ପୁଣି ଆସୁଛି ବଡ଼ ବର୍ଷା: ଏହିସବୁ ସ୍ଥାନରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.