Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଲିଭଇନରେ ରହୁଥିଲେ, ଯୁବତୀଙ୍କ ମୃତ୍ୟୁ ପରେ ଛାଡ଼ି ପଳାଇଲା ବୟଫ୍ରେଣ୍ଡ

Sanchar Live by Sanchar Live
September 13, 2024
in ଅପରାଧ
0
ଲିଭଇନରେ ରହୁଥିଲେ, ଯୁବତୀଙ୍କ ମୃତ୍ୟୁ ପରେ ଛାଡ଼ି ପଳାଇଲା ବୟଫ୍ରେଣ୍ଡ
0
SHARES
6
VIEWS
FacebookTwitter

ସଂଚାର ବ୍ୟୁରୋ: ଲିଭଇନରେ ରହୁଥିଲେ। ଯୁବତୀଙ୍କ ମୃତ୍ୟୁ ପରେ ଛାଡ଼ି ପଳାଇଲା ବୟଫ୍ରେଣ୍ଡ। ଭୁବନେଶ୍ଵର ଖଣ୍ଡଗିରି ଅଂଚଳର ଘଟିଛି ଏ ଅଭାବନୀୟ ଘଟଣା। ଘର ଭିତରେ ଯୁବତୀଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତଦେହ ଦେଖି ପୁରୁଷ ବନ୍ଧୁ ଫେରାର ହୋଇଯାଇଥିବା ସନ୍ଦେହ କରାଯାଉଛି। ଅନ୍ୟପଟେ ଯୁବତୀଙ୍କ ପରିବାର ଲୋକେ ଝିଅକୁ ହତ୍ଯା କରିଥଇବା ଅଭିଯୋଗ କରିଛନ୍ତି। ହତ୍ୟା ମାମଲା ରୁଜୁ କଲା ଖଣ୍ଡଗିରି ପୋଲିସ। ବିଏନଏସର ଦଫା ୧୦୩ରେ ମାମଲା ରୁଜୁ କରି ଖୋଳତାଡ଼ ଆରମ୍ଭ କରିଛି ପୁଲିସI ସାଇଣ୍ଟିଫିକ ଟିମ ପହଞ୍ଚି ଘଟଣାସ୍ଥଳରେ ତନାଘନା ଆରମ୍ଭ କରିଛି । ଯୁବତୀ ଜଣକ ଏମସିଏ ପଢା ସାରି ଭୁବନେଶ୍ୱରରେ ଲିଭ ଇନ ରିଲେସନସିପରେ ରହୁଥିଲେ। ଉଭୟ ପୁଅ ଏବଂ ଝିଅଙ୍କ ଘର କୋରାପୁଟ ଜୟପୁରରେ ବୋଲି ଜଣାପଡିଛି।

Tags: bhubaneswarcrime
ShareTweetShareSend
Sanchar Live

Sanchar Live

Next Post
ଆମେରିକା ସକ୍ରିୟ ରାଜନୀତିରେ ଓଡ଼ିଆ ପୁଅ,  କମଳା ହାରିସଙ୍କ ପ୍ରଚାର ମଙ୍ଗ ଧରିଛନ୍ତି ସମୟ ସାହୁ

ଆମେରିକା ସକ୍ରିୟ ରାଜନୀତିରେ ଓଡ଼ିଆ ପୁଅ,  କମଳା ହାରିସଙ୍କ ପ୍ରଚାର ମଙ୍ଗ ଧରିଛନ୍ତି ସମୟ ସାହୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.